ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ, ୨୬।୧୦(ସନାତନ ରାଉତ): ଭଦ୍ରକ ପୌରପାଳିକା ପକ୍ଷରୁ ଦମକଳ ସାହାଯ୍ୟରେ ସହରର ବନ୍ତ ଛକ ମାର୍କେଟ କମ୍ପ୍ଲେକ୍ସରୁ ବର୍ଷା ଜଳ ନିଷ୍କାସନ ସହ ଜେସିବି ସାହାଯ୍ୟରେ ଡ୍ରେନ ସଫା କରାଯାଉଛି l ଉକ୍ତ ସ୍ଥାନରେ କେଭିନ ଓ ଉଠା ଦୋକାନ ରହିଥିବାରୁ ଡ୍ରେନ ସଫା ହୋଇପାରୁ ନ ଥିଲା l ଶନିବାର ପୌରପାଳିକା ପକ୍ଷରୁ ଉଛେଦ ପାଇଁ ଆସିବା ପରେ ଦୋକାନୀ ମାନେ ନିଜ କେବିନ ଉଠାଇ ନେଇଥିଲେ l ପରେ ଡ୍ରେନ ସଫା ଓ ଜଳ ନିଷ୍କାସନ ଚାଲିଛି l ଘଟଣାସ୍ଥଳରେ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମ କେଶରୀ ଖୁଣ୍ଟିଆ, ସିଟି ଡ଼ିଏସପି ଅଂଶୁମାନ ଦ୍ବିବେଦୀ,ପୂର୍ବତନ ପୌର ନିର୍ବାହୀ ଅଧିକାରୀ ଦେବି ପ୍ରସାଦ ମହାନ୍ତି ସମେତ ପୋଲିସ ବାହିନୀ ଓ ଦମକଳ ବାହିନୀ ମୁତୟନ ଅଛନ୍ତି l ଭଦ୍ରକ-ଆନନ୍ଦପୁର ରାସ୍ତାର ବନ୍ତ ଛକ ନିକଟରେ ୪ ଚକିଆ ଜଣ ଚଳାଚଳ ବନ୍ଦ ରହିଛି l


Enter your email to get our daily news in your inbox.

All Right Reserved By Dharitri.Com

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri