କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): କେନ୍ଦୁଝର ସହରର କୃଷି ବିଭାଗ ପୋଖରୀ ନିକଟ ମାଧପୁରଠାରେ କେନ୍ଦୁଝରଗଡ଼ ପୌରପାଳିକା ପକ୍ଷରୁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ଜେସିବି ମେସିନ ସହାୟତାରେ ଉକ୍ତ ସ୍ଥାନଟି ଖାଲି କରାଯାଇଛି। ଉକ୍ତ ସ୍ଥାନରେ ଉଦ୍ୟାନ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ନିର୍ମାଣ ହେବ। ଏ ନେଇ ୮୦ ଲକ୍ଷ ଟଙ୍କା ଅନୁଦାନ ମିଳିଛି। ଉଦ୍ୟାନ ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ନାମରେ ଖାତା ନଂ-୧, ପ୍ଲଟ୍ ନଂ. ୧୨୬ର ହାତିଆଟାଙ୍ଗର ମୌଜାରେ ୭୨ ଡିସିମିଲ ଜମି ରହିଛି। ରାଜସ୍ବ ବିଭାଗ ପକ୍ଷରୁ ୩୦ ଜୁନ୍ ୧୯୯୮ରେ ଉକ୍ତ ଜମିକୁ ଉଦ୍ୟାନ ବିଭାଗ ନାମରେ ପଟ୍ଟା କରାଯାଇଛି। ବହୁ ବର୍ଷ ଧରି ଜାଗାଟି ଖାଲି ପଡ଼ିଥିବାବେଳେ ଜମିର ସମ୍ମୁଖରେ ହୋଟେଲ, ପାନଦୋକାନ ଏବଂ ଟାୟାର ମରାମତି ଦୋକାନ କରି କିଛି ଲୋକ ପରିବାର ପ୍ରତିପୋଷଣ କରୁଥିଲେ। ଉଚ୍ଛେଦ ପରେ ବ୍ୟବସାୟୀ ଥଇଥାନ ଦାବି କରିଛନ୍ତି।
Posted inHome Left, ଆମ ଜିଲା ଖବର, କେନ୍ଦୁଝର View All
ଦିଲ୍ଲୀ-ଏନ୍ସିଆର୍ରେ ଭୂକମ୍ପ ଝଟ୍କା: ଭୟରେ ଘରୁ ବାହାରି ଆସିଲେ ଲୋକେ
ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍ସିଆର୍ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍ରେ…
BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ
ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…
ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ
ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…
ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…
ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍ରେ
ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…
ଭିଏଚ୍ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ
ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍ଘାଟନୀ…
ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ
ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…
ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ
ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

