ବୈଦେଶିକ ମୁଦ୍ରା ଭଣ୍ଡାର ୨୧ ମାସର ସର୍ବୋଚ୍ଚ ସ୍ତରରେ: ଗୋଟିଏ ବର୍ଷରେ ୫୮ ବିଲିୟନ ଡଲାର ବୃଦ୍ଧି…

ନୂଆଦିଲ୍ଲୀ,୩୧।୧୨ : ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ୨୧ ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଏହା ୪.୪୭୧ ବିଲିୟନ ଡ଼ଲାର ବୃଦ୍ଧି ସହିତ ୬୨୦.୪୪୧ ବିଲିୟନ ଡ଼ଲାରରେ ପହଞ୍ଚିଛି। ଡିସେମ୍ବର ମାସର ପ୍ରଥମ ସପ୍ତାହରେ ବୈଦେଶିକ ମୁଦ୍ରା ଭଣ୍ଡାର ୬୧୫.୯୭ ବିଲିୟନ ଡ଼ଲାର ଥିଲା । ୨୦୨୩ କ୍ୟାଲେଣ୍ଡର ବର୍ଷରେ ବୈଦେଶିକ ମୁଦ୍ରା ଭଣ୍ଡାରରେ ୫୮ ବିଲିୟନ ଡଲାର ବୃଦ୍ଧି ଘଟିଛି।

ଡିସେମ୍ବର ୨୯ରେ ଭାରତୀୟ ରିଜର୍ଭ ବ୍ୟାଙ୍କ ବୈଦେଶିକ ମୁଦ୍ରା ସଂରକ୍ଷଣ ତଥ୍ୟ ପ୍ରକାଶ କରିଛି। ଆରବିଆଇ ତଥ୍ୟ ଅନୁଯାୟୀ, ଡିସେମ୍ବର ୨୯ଶେଷ ହେବାକୁ ଥିବା ସପ୍ତାହରେ ବୈଦେଶିକ ମୁଦ୍ରା ସଂରକ୍ଷଣ ୪.୪୭ ବିଲିୟନ ଡ଼ଲାରରେ ବୃଦ୍ଧି ହୋଇ ୬୨୦.୪୪ ବିଲିୟନ ଡ଼ଲାରରେ ପହଞ୍ଚିଛି। ଲଗାତାର ଷଷ୍ଠ ସପ୍ତାହରେ ବୈଦେଶିକ ମୁଦ୍ରା ଭଣ୍ଡାରରେ ଏଭଳି ବୃଦ୍ଧି ଦେଖିବାକୁ ମିଳିଛି। ବିଦେଶୀ ମୁଦ୍ରା ସମ୍ପତ୍ତି (ଏଫସିଏ) ରେ ମଧ୍ୟ ଏକ ବଡ ବୃଦ୍ଧି ଘଟିଛି। ଏଫସିଏ ୪.୬୯୮ ବିଲିୟନ ଡ଼ଲାର ବୃଦ୍ଧି ସହିତ ୫୪୯.୭୪୭ ବିଲିୟନ ଡ଼ଲାରରେ ଠିଆ ହୋଇଥିଲା ।

ଯଦି ଆମେ ଗତ ବର୍ଷ ଅର୍ଥାତ ୨୦୨୨ ବର୍ଷ ବିଷୟରେ କଥା ହେବା, ତେବେ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ମୋଟ ୭୧ ବିଲିୟନ ଡ଼ଲାରରେ ହ୍ରାସ ପାଇଛି। ଏଥି ସହିତ ଚଳିତ ବର୍ଷ ଆରବିଆଇର ସୁନା ଭଣ୍ଡାରରେ ହ୍ରାସ ଘଟିଛି। ୧୦୨ ମିଲିୟନ ଡ଼ଲାର ହ୍ରାସ ସହିତ ସୁନା ସଂରକ୍ଷଣ ୪୭୪.୭୪ ବିଲିୟନ ଡ଼ଲାରକୁ ଖସି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri