ବୈଦେଶିକ ମୁଦ୍ରା ଭଣ୍ଡାର କମିଲା…

ନୂଆଦିଲ୍ଲୀ,୧୧।୧୨:  ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ୧.୭୮୩ ବିଲିୟନ ଡ଼ଲାର କମି ୬୩୫.୯୦୫ ବିଲିୟନ ଡ଼ଲାରରେ ପହଞ୍ଚିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ପୂର୍ବ ସପ୍ତାହରେ ବୈଦେଶିକ ମୁଦ୍ରା ଭଣ୍ଡାର ୨୭୧.୩ କୋଟି ଡ଼ଲାର କମି ୬୩୭.୬୮୭ ବିଲିୟନ ଡ଼ଲାରରେ ପହଞ୍ଚିଥିଲା। ଆରବିଆଇର ସାପ୍ତାହିକ ତଥ୍ୟ ଅନୁଯାୟୀ, ଡିସେମ୍ବର ୩ରେ ଶେଷ ହୋଇଥିବା ରିପୋର୍ଟ ସପ୍ତାହରେ ଫରେକ୍ସ ରିଜର୍ଭ ହ୍ରାସର କାରଣ ଏଫସିଏ ହ୍ରାସ ଯୋଗୁ ହୋଇଛି।

ଆରବିଆଇ ତଥ୍ୟ ଅନୁଯାୟୀ, ଏଫ୍‌ ସିଏ ସପ୍ତାହକ ମଧ୍ୟରେ ୧.୪୮୫ ବିଲିୟନ ଡ଼ଲାର ହ୍ରାସ ପାଇ ୫୭୩.୧୮୧ ବିଲିୟନ ଡ଼ଲାରରେ ପହଞ୍ଚିଛି। ଡଲାରରେ ପ୍ରକାଶିତ ବିଦେଶୀ ମୁଦ୍ରା ଭଣ୍ଡାରର ସ୍ଥିତି ୟୁରୋ, ପାଉଣ୍ଡ ଏବଂ ୟେନ ଭଳି ଅଣ-ଆମେରିକୀୟ ମୁଦ୍ରା ଉପରେ ମଧ୍ୟ ନିର୍ଭରଶୀଳ ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେହିପରି ସୁନା ଭଣ୍ଡାରର ମୂଲ୍ୟ ୪୦.୭ କୋଟି ଡ଼ଲାରରୁ ୩୮.୪୧୮ ବିଲିୟନ ଡ଼ଲାରକୁ ହ୍ରାସ ପାଇଛି।

ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ସହିତ ସ୍ବତନ୍ତ୍ର ଆହରଣ ଅଧିକାର ସପ୍ତାହରେ ୯ କୋଟି ଡଲାର ବୃଦ୍ଧି ପାଇ ୧୯.୧୨୬ ବିଲିୟନ ଡ଼ଲାରରେ ପହଞ୍ଚିଛି। ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠିରେ ଦେଶର ମୁଦ୍ରା ଭଣ୍ଡାର ୧.୭ କୋଟି ଡ଼ଲାର ବୃଦ୍ଧି ୫.୧୮ ବିଲିୟନ ଡ଼ଲାର ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri