ଟାରିଫ ଟେନସନ ମଧ୍ୟରେ ଭାରତୀୟ ବଜାରରୁ ମୁହଁ ମୋଡ଼ୁଛନ୍ତି ବିଦେଶୀ ନିବେଶକ: ଅଗଷ୍ଟ ପ୍ରଥମ ଦୁଇ ସପ୍ତାହରେ କାଢିନେଲେ ୨୧,୦୦୦ କୋଟି

ନୂଆଦିଲ୍ଲୀ,୧୭।୮: ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟ ଟେନସନ, ଟଙ୍କାର ମୂଲ୍ୟହ୍ରାସ ଓ କମ୍ପାନୀମାନଙ୍କର ପ୍ରଥମ ତ୍ରୈମାସିକରେ ଦୁର୍ବଳ ଫଳାଫଳ ଯୋଗୁଁ ବିଦେଶୀ ସାଂସ୍ଥାନିକ ନିବେଶକ (ଏଫଆଇଆଇ) ଭାରତୀୟ ସେୟାର ବଜାରରୁ ଲଗାତାର ପୁଞ୍ଜି ପ୍ରତ୍ୟାହାର କରୁଛନ୍ତି। ଅଗଷ୍ଟର ପ୍ରଥମ ଦୁଇ ସପ୍ତାହରେ ବିଦେଶୀ ପୋର୍ଟଫୋଲିଓ ନିବେଶକ (ଏଫପିଆଇ) ପ୍ରାୟ ୨୧,୦୦୦ କୋଟି ଟଙ୍କାର ଶେୟାର ବିକ୍ରି କରିଛନ୍ତି।

ଡିପୋଜିଟୋରୀ ତଥ୍ୟ ଅନୁସାରେ, ୨୦୨୫ରେ ଏପର୍ଯ୍ୟନ୍ତ ଏଫପିଆଇ ମୋଟ ୧.୧୬ ଲକ୍ଷ କୋଟି ଟଙ୍କାର ଶେୟାର ସେୟାର ଉଠାଇଛନ୍ତି। ଏଞ୍ଜେଲ ଓ୍ୱାନର ବରିଷ୍ଠ ବିଶ୍ଳେଷକ ବକାର ଜାଭେଦ ଖାନ କହିଛନ୍ତି, ଆମେରିକା ଓ ରୁଷିଆ ମଧ୍ୟରେ ତଣାଓ କମିବା ଓ ନୂଆ ପ୍ରତିବନ୍ଧକର ଅଭାବ ଯୋଗୁଁ ଭାରତ ଉପରେ ପ୍ରସ୍ତାବିତ ୨୫% ଅତିରିକ୍ତ ଶୁଳ୍କ ୨୭ ଅଗଷ୍ଟ ପରେ ଲାଗୁ ହେବାର ସମ୍ଭାବନା କମ। ଏସଏଣ୍ଡପି ଭାରତର କ୍ରେଡିଟ ରେଟିଂକୁ ବିବିବି-ରୁ ବିବିବିକୁ ଉନ୍ନୀତ କରିଛି, ଯାହା ଏଫପିଆଇ ମନୋଭାବକୁ ସୁଧାରିପାରେ।

ଅଗଷ୍ଟ ୧୪ ପର୍ଯ୍ୟନ୍ତ ଏଫପିଆଇ ୨୦,୯୭୫ କୋଟି ଟଙ୍କାର ଶେୟାର ଉଠାଇଛନ୍ତି, ଜୁଲାଇରେ ୧୭,୭୪୧ କୋଟି ଟଙ୍କା ଉଠାଇଥିଲେ। ମାର୍ଚ୍ଚରୁ ଜୁନ ମଧ୍ୟରେ ସେମାନେ ୩୮,୬୭୩ କୋଟି ଟଙ୍କା ନିବେଶ କରିଥିଲେ। ମର୍ନିଂଷ୍ଟାର ଇନଭେଷ୍ଟମେଣ୍ଟ ରିସର୍ଚ୍ଚ ଇଣ୍ଡିଆର ହିମାଂଶୁ ଶ୍ରୀବାସ୍ତବ କହିଛନ୍ତି, ବିଶ୍ୱ ଅନିଶ୍ଚିତତା, ଭୂ-ରାଜନୈତିକ ତିକ୍ତତା ଓ ଆମେରିକୀୟ ଡଲାରର ମଜଭୂତି ଭାରତ ଭଳି ଉଭୟ ବଜାରର ଆକର୍ଷଣ କମାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri