କଣ୍ଟେନର୍‌ରୁ ବିଦେଶୀ ମଦ ଜବତ ଘଟଣା: ଗିରଫ ସଂଖ୍ୟା ୫ରେ ପହଞ୍ଚିଲା

ଢେଙ୍କାନାଳ ଅଫିସ, ୧୩।୩: ଏକ କଣ୍ଟେନରରେ ଆସାମରୁ ଅନୁଗୋଳକୁ ୭୫ ଲକ୍ଷ ଟଙ୍କାର ମଦ ଚୋରା ଚାଲାଣ ବେଳେ ଢେଙ୍କାନାଳ ଅବକାରୀ ବିଭାଗ ହାତରେ ଧରାପଡ଼ିଥିଲା। ଗତ ୧ ତାରିଖରେ ଘଟିଥିବା ଏହି ଘଟଣା ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା। ଏହି ଘଟଣାରେ ଢେଙ୍କାନାଳ ଜିଲା ଅବକାରୀ ବିଭାଗର ଫ୍ଲାଇଂ ସ୍କ୍ବାଡ୍‌ ଶନିବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଜଗମୋହନ ସାହୁ ଏବଂ ତାଙ୍କ ବଡ଼ଭାଇ ବୀରେନ୍‌ ସାହୁ। ଏହି ଘଟଣାରେ ପୂର୍ବରୁ ୩ଜଣ ଧରାପଡ଼ିଥିବାବେଳେ ମୋଟ୍‌ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୫ରେ ପହଞ୍ଚତ୍ଛି।
ଢେଙ୍କାନାଳ ଜିଲା ଅବକାରୀ ବିଭାଗ ଅଧୀକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ସୂଚନା ଅନୁଯାୟୀ, ଅବକାରୀ ବିଭାଗ ଫ୍ଲାଇଂ ସ୍କ୍ବାଡ୍‌ ଜଗମୋହନଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି। ତାଙ୍କ ନିକଟରୁ ଗଞ୍ଜେଇ ଏବଂ ଟଙ୍କା ଜବତ କରାଯାଇଛି। ଫ୍ଲାଇଂ ସ୍କ୍ବାଡ୍‌ ସୂଚନା ଆଧାରରେ ହିନ୍ଦୋଳରୁ ବୀରେନ୍‌ଙ୍କୁ ଗିରଫ କରାଯାଇଛି। ତେବେ ଏଭଳି ର଼୍ୟାକେଟ୍‌ ପଛରେ ଥିବା କିଙ୍ଗ୍‌ପିନ୍‌ଙ୍କ ପାଖରେ ଏଯାଏ ଅବକାରୀ ବିଭାଗ ପହଞ୍ଚତ୍ ପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri