ବିଦେଶୀ ମଦ ହେଉଥିଲା ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ବଲାଙ୍ଗୀର,୨।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ପୋଲିସ ବଲାଙ୍ଗୀର-ସୋନପୁର ରାସ୍ତା ସାତମାଇଲ ଛକରୁ ୩୭ ଲିଟର ମଦ ଜବତ କରିଛି। ବେଆଇନ ଚାଲାଣ ହେଉଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇବା ପରେ ପୋଲିସ ଏକ ଗାଡିରୁ ମଦ ଜବତ କରିବା ସହ ବିକାଶ କୁମାର ଗୁପ୍ତା ନାମକ ବିହାର ଜଣେ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏ ନେଇ କେସ୍‌ ନଂ ୬୦/୨୬ରେ ତଦନ୍ତ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CJPର ଆନ୍ଦୋଳନ ପରେ ଆସିଲା ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ବୟାନ: NEET ପେପର ଲିକ୍‌ ଉପରେ କହିଲେ-ଦୋଷୀଙ୍କୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ସଂସଦ ମାର୍ଚ୍ଚ ପରେ ନିଟ୍‌ (NEET) ପେପର ଲିକ୍‌ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଏନଡିଏ…

CJP ପ୍ରତିନିଧିଙ୍କ ସହ ସାକ୍ଷାତ ପରେ ପ୍ରଥମ ପ୍ରତିକ୍ରିୟା ଦେଲେ ନଡ୍ଡା, କହିଲେ…

ନୂଆଦିଲ୍ଲୀ,୨୧।୭: ପେପର ଲିକ ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ସୋସିଆଲ ମିଡିଆରେ ଉଭା ହୋଇଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର…

ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘର ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଛତ୍ରପୁର,୨୧।୭(ଦିଲ୍ଲୀପ ସାମଲ/ଦ୍ଵାରୀକା ପଟ୍ଟନାୟକ): ରାଜ୍ୟର ବେସରକାରୀ ଅନୁଦାନପ୍ରାପ୍ତ ଓ ଅଣଅନୁଦାନ ମହାବିଦ୍ୟାଳୟରେ ୨୦୦୮ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ଦରମା…

ଅଭିଜିତ ଦିପ୍‌କେଙ୍କ ବଡ଼ ପ୍ଲାନ୍‌! ଆଜି ବି ସଂସଦ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦିପ୍‌କେ କହିଛନ୍ତି ଯେ ମଙ୍ଗଳବାର ଦ୍ୱିତୀୟ ଦିନ ପାଇଁ ମଧ୍ୟ ସଂସଦ ପର୍ଯ୍ୟନ୍ତ ମାର୍ଚ୍ଚ ଜାରି…

ଦିଲ୍ଲୀ ପୋଲିସ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲା CJP: ଯେଉଁ ଟ୍ରକ୍‌ରେ ଅଭିଜିତ, ଅଭିନେତା ପ୍ରକାଶ ରାଜ ଥିଲେ…

ନୂଆଦିଲ୍ଲୀ,୨୧।୭: ସଂସଦ ମାର୍ଚ୍ଚ ସମୟରେ ହୋଇଥିବା ଧସ୍ତିଧାସ୍ତିର ଗୋଟିଏ ଦିନ ପରେ ଅର୍ଥାତ୍‌ ମଙ୍ଗଳବାର ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀ ପୋଲିସ ବିରୋଧରେ ଗୁରୁତର ଅଭିଯୋଗ…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ ବଡ଼ ଘୋଷଣା କଲା CJP: ଯେ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟିର ମୁଖପାତ୍ର ସୌରଭ ଦାସ ଏବଂ ଆଶୁତୋଷ ରାଙ୍କା ସୋମବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସମ୍ମୁଖରେ ନିଜର ଦାବିଗୁଡ଼ିକ ରଖିଛନ୍ତି। ବିଳମ୍ବିତ ସନ୍ଧ୍ୟା…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ୪….

କଟକ,୨୧।୭(ପ୍ରଭୁକଲ୍ୟାଣ ପାଲ୍): ରାଜ୍ୟରେ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି । ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ…

ସୋନମ ୱାଙ୍ଗଚୁକଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌ : ସ୍ବାସ୍ଥ୍ୟାବସ୍ଥାରେ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ବର୍ତ୍ତମାନ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି ଅଛନ୍ତି। ଏଭଳି ପରିସ୍ଥିତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ସଦ୍ୟତମ ଅପଡେଟ୍‌ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri