ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ଆସନ୍ତାକାଲି ଅର୍ଥାତ୍‌ ରବିବାର କଟକ, ସମ୍ବଲପୁର କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri