ବାଲାଂଦେଶରେ ଏସ.ଜୟଶଙ୍କର

ଢାକା,୨୮।୪: ବାଂଲାଦେଶ ଗସ୍ତରେ ଥିବା ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଢାକାରେ ଗୁରୁବାର ଅପରାହ୍ନରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ ବାଲାଂଦେଶ ବିଦେଶ ମନ୍ତ୍ରୀ ଏ.କେ ଅବଦ୍ଦୁଲ ମୋମେନ ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ କରିଥିଲେ ।
ତେବେ ଏହି ଗସ୍ତରେ ଦୁଇ ଦେଶ ମଧ୍ୟରେ ଥିବା ଦ୍ବିପାକ୍ଷିକ ସମ୍ପର୍କ ମଧ୍ୟରେ ଆଲୋଚନା ହେବ। ଏପରିକି ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୭ମ ବାଲାଂଦେଶ- ଭାରତ ମିଳିତ କନସୁଲଟେଟିଭ ଆୟୋଗ ବୈଠକ ପାଇଁ ତାରିଖ ଧାର୍ଯ୍ୟ ପାଇଁ ନିଷ୍ପତ୍ତି ହୋଇପାରେ । ଏହି କାର୍ଯ୍ୟକ୍ରମ ପରେ ରାତିରେ ବାଲାଂଦେଶ ବୈଦେଶିକ ମନ୍ତ୍ରୀଙ୍କ ସହ ରାତ୍ରୀ ଭୋଜନରେ ଜୟଶଙ୍କର ସାମିଲ ହେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri