Posted inଜାତୀୟ

ଶେଷରେ ମାନିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ,୨୭।୮:ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ବଢିବାରେ ଲାଗିଛି। ଏହି ପରିସ୍ଥିତିରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର ଉଭୟ ଦେଶ ମଧ୍ୟରେ ସୀମା ବିବାଦ ଗମ୍ଭୀର ରୂପ ଧାରଣ କରିଛି ବୋଲି ଶେଷରେ ମାନିଛନ୍ତି। ଲଦାଖ ସ୍ଥିତି ଉପରେ ମତ ରଖି ସେ କହିଛନ୍ତି ୧୯୬୨ ପରେ ଏବେ ସେଠାରେ ଗମ୍ଭୀର ପରିସ୍ଥିତ ରହିଛି। ଗତ ୪୫ ବର୍ଷ ଭିତରେ ସୀମାରେ ପ୍ରଥମଥର ପାଇଁ ଆମ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଅପ୍ରତ୍ୟାଶିତ ଭାବରେ ଏଲଏସିରେ ଦୁଇ ଦେଶ ପକ୍ଷରୁ ଅଧିକ ସଂଖ୍ୟା ସୈନ୍ୟ ମୃତୟନ କରାଯାଇଛି। ବୁଝାମଣା ମାଧ୍ୟମରେ ଉଭୟ ଦେଶ ସୀମା ବିବାଦର ସମାଧାନ ହେବା ଉଚିତ୍‌। ଏକତରଫା ଭାବେ କୌଣସି ନିର୍ଣ୍ଣୟ ନିଆଯିବା ଠିକ୍‌ ନୁହେଁ ବୋଲି ସେ କହିଛନ୍ତି। ଗତ ଏକ ଦଶନ୍ଧି ହେବ ଚାିନା ସହ ସୀମା ବିବାଦ ଅଧିକ ଉପୁଜିଛି। ଏହି ବିବାଦ ସବୁ କୂଟନୀତି ଜରିଆରେ ସମାଧାନ କରାଯିବ ଉଚିତ୍‌ ହେବ ବୋଲି ନିଜ ପୁସ୍ତକ ଉନ୍ମୋଚନ ପୂର୍ବରୁ ଦେଇଥିବା ଏକ ସାକ୍ଷାତ କାରରେ ଜୟଶଙ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି-ଶାହ ଅନୁପ୍ରବେଶକାରୀ କହିଲେ ଅଧିର ରଞ୍ଜନ: ଲୋକସଭାରେ ହଟ୍ଟଗୋଳ

ନୂଆଦିଲ୍ଲୀ,୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଅନୁପ୍ରବେଶକାରୀ ବୋଲି  କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ କହିଛନ୍ତି। ସେମାନେ ଗୁଜରାଟରୁ...

କେଜ୍ରିଓ୍ବାଲଙ୍କ ଘର ଉପରେ ଆକ୍ରମଣ

ନୂଆଦିଲ୍ଲୀ,୩୦।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘର ଉପରେ ଆକ୍ରମଣ ହୋଇଛି। କିଛି ଦୁର୍ବୃତ୍ତ ତାଙ୍କ ଘର ଉପରେ ଆକ୍ରମଣ କରିଥିବା ଜଣାପଡ଼ିଛି। ଏନେଇ ଦିଲ୍ଲୀ...

ଟିକାକରଣ ସାର୍ଟିଫିକେଟରୁ ହଟିବ ମୋଦିଙ୍କ ଫଟୋ:  ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୬।୩: କରୋନା ଟିକାକରର ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରଦାନ କରାଯାଉଥିବା ସାର୍ଟିଫିକେଟରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ହଟାଇବା ପାଇଁ ଭାରତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ...

ପରିଣାମ ଭଲ ହେବନି

ନୂଆଦିଲ୍ଲୀ,୧ା୪:ଭାରତ ସମେତ କୌଣସି ଦେଶ ରୁଷିଆର କେନ୍ଦ୍ରୀୟ ବ୍ୟାଙ୍କ ଜରିଆରେ ମସ୍କୋଠାରୁ ରୁବଲ ବିନିମୟରେ କାରବାର କଲେ କିମ୍ବା ଆମେରିକାର କଟକଣାକୁ ନୂ୍ୟନ କଲା ଭଳି...

କଲାମଙ୍କୁ ମିଶାଇଲ ମ୍ୟାନ କରିଥିଲେ ଇସ୍ରୋର ଜନକ ଡା. ସାରାଭାଇ

ନୂଆଦିଲ୍ଲୀ,୧୨।୮: ଭାରତ ଆଜି ମହାକାଶ ଗବେଷଣା କ୍ଷେତ୍ରରେ ବହୁ ଆଗକୁ ଚାଲି ଯାଇଛି। ନିକଟରେ ଚନ୍ଦ୍ରୟାନ-୨ ପରୀକ୍ଷଣ କରି ଭାରତ ନିଜପାଇଁ ସୃଷ୍ଟି କରିଛି ଏକ...

କେଦାରନାଥରେ ତୀର୍ଥଯାତ୍ରୀଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଡେରାଡୁନ,୨୩।୯: ଉତ୍ତରାଖଣ୍ଡ କେଦାରନାଥରେ ସୋମବାର ଏକ ବଡ଼ ଦୁର୍ଘଟଣା ହେବାରୁ ଅଳ୍ପକେ ବର୍ତ୍ତିଯାଇଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ଉଡାଣ ଭରିବା ସମୟରେ ଦୁର୍ଘଟଣାଗ୍ରସ୍ତ...

ପାଣିରେ ଭିଜା କିସ୍‌ମିସ୍‌ ଖାଆନ୍ତୁ, ମିଳିବ ଏହିସବୁ ଫାଇଦା

କିସ୍‌ମିସ୍‌ ପାଟିକୁ ଯେତିକି ସ୍ବାଦିଷ୍ଟ ଲାଗିଥାଏ, ଶରୀର ପାଇଁ ମଧ୍ୟ ମଧ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିସ୍‌ମିସରେ ଆଇରନ, ପୋଟାସିୟମ, ମ୍ୟାଗ୍ନେସିଅମ ଏବଂ ଫାଇବର...

ଆସନ୍ତା ସପ୍ତାହରୁ ଆଞ୍ଚଳିକ ଭାଷାରେ କୋଓ୍ବିନ୍‌ ପୋର୍ଟାଲ

ନୂଆଦିଲ୍ଲୀ, ୧୮।୫(ପି.ଟି.): ଆଗାମୀ ସପ୍ତାହରେ କୋଓ୍ବିନ ପୋର୍ଟାଲ ହିନ୍ଦୀ ଏବଂ ୧୪ ଆଞ୍ଚଳିକ ଭାଷାରେ ଉପଲବ୍ଧ ହେବ। ଫଳରେ କୋଭିଡ୍‌ ଟିକା ନେବା ପାଇଁ ନାମ...

Advertisement
Archives

Model This Week