Posted inଜାତୀୟ

ହନି-ଟ୍ରାପ୍‌ରେ ଫସାଇଥିଲା ପାକିସ୍ତାନ: ବୈଦେଶିକ ମନ୍ତ୍ରଣାଳୟର ଡ୍ରାଇଭର ଗିରଫ

ନୂଆଦିଲ୍ଲୀ,୧୮।୧୧: ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟରେ କାର୍ଯ୍ୟରତ ଜଣେ ଡ୍ରାଇଭରଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ। ପାକିସ୍ତାନକୁ ଗୁପ୍ତ ଏବଂ ସମ୍ବେଦନଶୀଳ ସୂଚନା ଦେବା ଅଭିଯୋଗରେ ଶୁକ୍ରବାର ସୁରକ୍ଷା ଏଜେନ୍ସି ସହାୟତାରେ ତାଙ୍କୁ ଗିରଫ କରାଯାଇଛି।

ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସ୍‌ଆଇ ଡ୍ରାଇଭରଙ୍କୁ ହନି ଟ୍ରାପ୍‌ରେ ଫସାଇଥିବା ଜଣାପଡ଼ିଛି। ତେବେ ଏହି ମାମଲାରେ ମନ୍ତ୍ରଣାଳୟରେ କାର୍ଯ୍ୟ କରୁଥିବା ଅଧିକ କର୍ମଚାରୀ ଅଛନ୍ତି କି ନାହିଁ ତାହା ଜାଣିବା ଲାଗି ପୋଲିସ ଏବଂ ଗୁପ୍ତଚର ସଂସ୍ଥା ପକ୍ଷରୁ ତଦନ୍ତ କରାଯାଉଛି।

ଅଧିକାଂଶ ସମୟରେ ଉଚ୍ଚ ପଦାଧିକାରୀ ଅଫିସରମାନେ ହନି ଟ୍ରାପ୍‌ର ଶିକାର ହୋଇଥାନ୍ତି। ହେଲେ ପ୍ରଥମ ଥର ଲାଗି ପାକିସ୍ତାନର ଆଇଏସ୍‌ଆଇ ଜଣେ ଡ୍ରାଇଭରଙ୍କୁ ଟାର୍ଗେଟ କରିଛି। ଅଭିଯୁକ୍ତଙ୍କ ନିକଟରୁ କିଛି ଯୁବତୀଙ୍କ ଫଟୋ ଏବଂ ଭିଡିଓ ମିଳିଥିବା ବେଳେ ବୈଦେଶିକ ମନ୍ତ୍ରଣାଳୟର ବିବୃତ୍ତିକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ୬ ଐତିହାସିକ ରେକର୍ଡ, ଭାଙ୍ଗିବା ପ୍ରାୟ ଅସମ୍ଭବ!

ନୂଆଦିଲ୍ଲୀ,୨।୯: ଖୁବ କମ ବୟସରେ କ୍ରିକେଟ ଜଗତରେ ବଡ଼ ନାଁ କରିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ସେ ଯେଉଁ ସିରିଜ କିମ୍ବା ଟୁର୍ନାମେଣ୍ଟରେ ଖେଳୁଛନ୍ତି, ସେଠାରେ କୌଣସି ନା…

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ୧,୦୫୦ ଟପିଲା

କାଠମାଣ୍ଡୁ,୨ା୯: ନେପାଳର ପ୍ରଳୟଙ୍କରୀ ଅଚାନକ ବନ୍ୟାଜନିତ ମୃତ୍ୟୁସଂଖ୍ୟା ମଙ୍ଗଳବାର ୧,୦୫୦ ଟପିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକ ମୃତଦେହ ମିଳୁଥିବା ଅଧିକାରୀମାନେ କହିଛନ୍ତି। ଲଗାଣ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri