Posted inବରଗଡ଼

ବିହନ ବ୍ୟାଙ୍କରେ ବିଦେଶୀ ପର୍ଯ୍ୟଟକ

ବରଗଡ଼ ଅଫିସ,୮ା୪: ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମସ୍ଥିତ ଅନୁଭବ ବିହନ ବ୍ୟାଙ୍କକୁ ଶନିବାର ଜଣେ ବିଦେଶୀ ପର୍ଯ୍ୟଟକ ଆସିଥିଲେ। ସେ ହେଲେ ସୁଇଜରଲାଣ୍ଡର ସେଲିନ। ବିହନ ବ୍ୟାଙ୍କ ଉପରେ ପୁସ୍ତକ ଲେଖିବା ପାଇଁ ସେ ଉକ୍ତ ବିହନ ବ୍ୟାଙ୍କକୁ ଆସିଥିଲେ। ବିହନ ବ୍ୟାଙ୍କରେ ରହିଥିବା ପ୍ରାୟ ୧୧୦୦ ପ୍ରକାର ଧାନ ବିହନ ଓ ୭୦ ପ୍ରକାର ଅଣଧାନ ଯଥା ପନିପରିବା, ମାଣ୍ଡିଆ, ଡାଲି ଜାତୀୟ, ତୈଳ ବୀଜ ଆଦି ସେ ଦେଖିବାକୁ ପାଇଥିଲେ। ସେହିପରି ବିଭିନ୍ନ କିସମର ଚାଉଳ ଅର୍ଥାତ୍‌ ଲାଲ୍‌, କଳା, ଧଳା, ବାସ୍ନା ଯୁକ୍ତ, ଔଷଧୀୟ ଗୁଣ ସମ୍ପନ୍ନ ଚାଉଳର ବିବିଧତା ଦେଖି ସେ ଖୁସି ଅନୁଭବ କରିଥିଲେ। ଅସମ୍ଭବ ଭଳିଆ ଲାଗୁଛି ବୋଲି କହିଥିଲେ। ସେ ନିଜ ଦେଶ ତଥା ଦେଶ ବାହାରେ ଜିନ୍‌ ବ୍ୟାଙ୍କ ଦେଖିଥିଲେ। କିନ୍ତୁ ଏହି ବିହନ ବ୍ୟାଙ୍କ ଏକ ଜୀବନ୍ତ ଚଳନ୍ତି ବିହନ ବ୍ୟାଙ୍କ ଅଟେ ବୋଲି ସେ କହିଥିଲେ। ପଶ୍ଚିମ ଓଡ଼ିଶା କୃଷକ ସଂଗଠନର ପ୍ରବକ୍ତା ସରୋଜ ମହାନ୍ତି ଭାଷାନ୍ତରରେ ତାଙ୍କୁ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri