Posted inଜାତୀୟ

ବିଦେଶ ଗସ୍ତ ସଫଳ ରହିଛି, ବହୁ ଦେଶଙ୍କ ସହିତ ହୋଇଛି ଦ୍ୱିପାକ୍ଷିକ ବୈଠକ: ଜୟଶଙ୍କର…

ନୂଆଦିଲ୍ଲୀ,୧୭।୧୨ : ଶନିବାର ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି ଯେ ତାଙ୍କର ନ୍ୟୁୟର୍କ ଗସ୍ତ ଫଳପ୍ରଦ ହୋଇଛି। ସେ ଟୁଇଟ କରି କହିଛନ୍ତି, ଆତଙ୍କବାଦ ମୁକାବିଲା ପାଇଁ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ମନ୍ତ୍ରୀସ୍ତରୀୟ ବୈଠକରେ ବେଶ୍‌ ସଫଳ ରହିଛି।

ବହୁଦେଶଙ୍କ ସହିତ ଦ୍ୱିପାକ୍ଷିକ ଆଲୋଚନା ସକାରାତ୍ମକ ରହିଛି। ଆୟର୍ଲାଣ୍ଡ, ଆର୍ମେନିଆ, ଜାପାନ, ପୋଲାଣ୍ଡ, ଆମେରିକା, ବ୍ରିଟେନ ଏବଂ ୟୁଏଇ ସହ ତାଙ୍କର ଦ୍ୱିପାକ୍ଷିକ ବୈଠକ ହୋଇଛି। ଏସବୁ ବୈଠକ ଦ୍ୱାରା ବିଦେଶରେ ଭାରତର ପତିଆରା ବେଶ୍‌ ବୃଦ୍ଧି ପାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩୦।୧୨-ଜାମ୍ମୁ-କାଶ୍ମୀରର ଶ୍ରୀନଗର ଉପକଣ୍ଠରେ ଥିବା ଲାଓପୋରାରେ ବୁଧବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିବା...

୫ କୋଟି ଟଙ୍କାର ରାଜ ସିଂହାସନ ଗାଏବ

ଲକ୍ଷ୍ନୌ,୩୧ା୮: ସମସ୍ତେ ଜାଣିଛନ୍ତି ସ୍ବାଧୀନତା ପୂର୍ବରୁ ଭାରତରେ ଅନେକ ରାଜା ଶାସନ କରୁଥିଲେ। ୧୯୪୭ ପରେ ଏହି ଶାସନରେ ପୂର୍ଣ୍ଣଚ୍ଛେଦ ପଡ଼ିଥିଲା। ମାତ୍ର ଆଜି ମଧ୍ୟ...

ହାଜତରେ ଦଳିତ ମହିଳାଙ୍କୁ ଗଣବଳାତ୍କାର

ଜୟପୁର,୧୭ା୭: ରାଜସ୍ଥାନର ଚୁରୁସ୍ଥିତ ଏକ ଥାନା ହାଜତରେ ଜଣେ ଦଳିତ ମହିଳାଙ୍କୁ ୯ ପୋଲିସ କର୍ମଚାରୀ ଅନେକ ଦିନ ଧରି ଗଣବଳାତ୍କାର କରିଛନ୍ତି। ମିଛ ଚୋରି...

ପଚା ପରିବାରୁ ଉତ୍ପନ୍ନ ହେଉଛି ବିଜୁଳି

ହାଇଦ୍ରାବାଦ,୯ ।୨: ପଚିଯାଇଥିବା ପନିପରିବାକୁ ସାଧାରଣତଃ ଆମେ ଫିଙ୍ଗି ଦେଇଥାଉ କି ଗଛମୂଳେ ଦେଇ ଦେଇଥାଉ । ହେଲେ ହାଇଦ୍ରାବାଦରେ ଏମିତି ଏକ ପରିବା ମଣ୍ଡି...

କଲେଜରେ ପଶିଲା ବାଘ

ନୂଆଦିଲ୍ଲୀ,୨।୧୨: ଉତ୍ତରପ୍ରଦେଶର ଏକ କଲେଜରେ ଛାତ୍ରୀଛାତ୍ରଙ୍କ କ୍ଲାସରୁମ୍‌କୁ ପଶି ଆସିଥିଲା ଏକ ଚିତାବାଘ। ଜଣେ ଛାତ୍ରଙ୍କୁ ଆକ୍ରମଣ କରିବା ପରେ ବାଘକୁ ଏକ କ୍ଲାସ ରୁମ୍‌ରେ...

ଶିଶୁଙ୍କୁ ଯୌନ ନିର୍ଯାତନା ନେଇ କଠୋର ହେଲେ ସୁପ୍ରିମକୋର୍ଟ: ସବୁ ଜିଲାରେ ହେବ ପୋକ୍ସୋ କୋର୍ଟ

ନୂଆଦିଲ୍ଲୀ,୨୫ା୭(ପି.ଟି.)-  ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ମାମଲା ବଢ଼ିବାରେ ଲାଗିଛି। ଏପରି କି କେତେକ ଜିଲାରେ ଏଭଳି ଶତାଧିକ ମାମଲା ଗଡ଼ୁଛି। ସୁପ୍ରିମକୋର୍ଟ ଏହାକୁ...

ସିଟିଇଟିରେ ଆର୍ଥିକ ଦୁର୍ବଳଙ୍କ ଲାଗି ୧୦% ସଂରକ୍ଷଣ ଆବେଦନ:କେନ୍ଦ୍ର, ସିବିଏସ୍‌ଇ, ଏନ୍‌ସିଟିଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୫(ପି.ଟି.):କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି), ୨୦୧୯ରେ ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍‌)ଙ୍କ ନିମନ୍ତେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ଲାଗି ହୋଇଥିବା ଆବେଦନ ଉପରେ...

ନେପାଳରେ ଫସିଥିବା ହରିୟାଣାର ୭୨ଲୋକଙ୍କୁ ଶୁକ୍ରବାର ଫେରାଇ ଆଣିବେ ସରକାର

ଚଣ୍ଡିଗଡ଼,୨୭।୫: କରୋନା ଭାଇରସ୍‌ ମହାମାରୀ ଯୋଗୁ ଦେଖାଦେଇଥିବା ସଙ୍କଟ ମଧ୍ୟରେ ପଡୋଶୀ ଦେଶରେ ଫସିରହିଥିବା ହରିୟାଣା ଲୋକଙ୍କ ପାଇଁ ଖୁସି ଖବର। ସେଠାରେ ଫସିରହିଥିବା ଲୋକଙ୍କୁ...

Advertisement
Archives

Model This Week