ଆମେରିକା ଯାତ୍ରା କରିପାରିବେ ବିଦେଶୀ…

ଓ୍ବାଶିଂଟନ,୧୩।୧୦: ଏବେ ବିଦେଶୀ ଯାତ୍ରୀ ଆମେରିକା ଯାତ୍ରା କରିପାରିବେ। ୧୯ ମାସ ପରେ ଆମେରିକା କରୋନା ଯୋଗୁ ଜାରି ହୋଇଥିବା କଟକଣାକୁ କୋହଳ କରିଛି। କରୋନା ଟିକା ନେଇଥିବା ଯାତ୍ରୀ ଆମେରିକା ଆସି ପାରିବେ ବୋଲି ଜୋ ବାଇଡେନ୍‌ ପ୍ରଶାସନ ପକ୍ଷରୁ କୁହାଯାଇଛି। ନଭେମ୍ବରରୁ ଭାରତ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, ସ୍ପେନ, ସ୍ବିଜରଲାଣ୍ଡ, ଗ୍ରୀସ, ବ୍ରିଟେନ, ଆୟର୍ଲାଣ୍ଡ, ଚାଇନା, ଦକ୍ଷିଣ ଆଫ୍ରିକା, ଇରାନ ଏବଂ ବ୍ରାଜିଲ ସମେତ ୟୁରୋପର ୨୬ଟି ଦେଶରୁ ବିମାନ ଯାତ୍ରାକୁ ଆମେରିକା ଅନୁମତି ଦେଇଛି। ଟିକା ନେଇଥିବା ପ୍ରମାଣ ପତ୍ର ଦେଖାଇବା ପରେ ଯାତ୍ରୀଙ୍କୁ ଆମେରିକାରେପ୍ରବେଶ କରିବାକୁ ଅନୁମତି ଦିଆଯିବ। କୋଭିଶିଲ୍ଡ ଟିକା ନେଇଥିବା ଭାରତୀୟ ଆମେରିକାରେ ପ୍ରବେଶ କରିପାରିବେ।

ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ର (ସିଡିସି) କେଉଁ ଟିକା ନେଇଥିବା ଲୋକେ ଆମେରିକାରେ ପ୍ରବେଶ କରିବେ ତାହାର ନିଷ୍ପତ୍ତି ଗ୍ରହଣ କରିବ। ଆମେରିକା ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ର ଏହା ସ୍ପଷ୍ଟ କରିଛି ଯେ କେବଳ ଏଫ୍‌ଡିଏ-ଅନୁମୋଦିତ ଅବା ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ସ୍ବୀକୃତିପ୍ରାପ୍ତ ଟିକା ଗ୍ରହଣ କରିଥିବା ଯାତ୍ରୀଙ୍କୁ ପ୍ରବେଶ ଅନୁମତି ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରେ ଭୂକମ୍ପ

ଟୋକିଓ,୧୩।୨: ଶନିବାର ରାତିରେ ଜାପାନରେ ଭୂମିକମ୍ପ ଅନୁଭୂତ ହୋଇଛି।  ଫୁକୁସିମା ଅଞ୍ଚଳରେ ଏହି ଭୂମିକମ୍ପ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ରେକର୍ଡ...

ଭାରତରେ ୨୭ କୋଟିରୁ ଅଧିକ ଶିଶୁଙ୍କ ରକ୍ତରେ ଜହର

ଜେନେଭା, ୨।୮: ଭାରତରେ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖ ରହିଛି ଯେ, ଦେଶର ୨୭ କୋଟି ୫୦ ଲକ୍ଷରୁ...

ହାତରେ ମୋଦିଙ୍କ ଫଟୋ ଧରି ପ୍ରଦର୍ଶନ କଲେ ପାକିସ୍ତାନୀ

ସାନ୍ନ୍‌,୧୮।୧: ପାକିସ୍ତାନରେ ପ୍ରଦର୍ଶନକାରୀ ହାତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଧରି ରାଲି କରିଛନ୍ତି। ସ୍ବତନ୍ତ ସିନ୍ଧ୍‌ ଦେଶ ଦାବି କରି ସାନ୍ନ୍‌ ସହରରେ ଏହି...

ଆଗାମୀ ୯୬ ଘଣ୍ଟା ମଧ୍ୟରେ କ୍ୱିଭ୍‌କୁ କବଜା କରିପାରେ ରୁଷିଆ, ଏକ ସପ୍ତାହ ମଧ୍ୟରେ ଭାଙ୍ଗିପାରେ ୟୁକ୍ରେନ୍ ସରକାର!

ମସ୍କୋ/କ୍ୱିଭ/ୱାଶିଂଟନ,୨୫ ।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭିଷିକା ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ରୁଷିଆ ସେନା ଦ୍ୱାରା ୟୁକ୍ରେନର ବହୁ ଅଞ୍ଚଳ କବଜା କରାଯିବା...

କୋଭିଶିଲ୍ଡର ୨ ଡୋଜ୍‌ର ସମୟ ସୀମା ୧୦ ମାସ ରହିଲେ ମିଳିବ ଅଧିକ ସୁଫଳ…

ଲଣ୍ଡନ,୨୯।୬: ଭାରତରେ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଦ୍ୱାରା ପ୍ରସ୍ତୁତ କରାଯାଇଥିବା କୋଭିଶିଲ୍ଡ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ସମୟ ସୀମା ୧୦ ମାସ ରହିଲେ ଅଧିକ ସୁଫଳ...

ଯେଉଁଠି ବର କନ୍ୟାଙ୍କ ଗୋଡ଼ ଛୁଇଁ କରନ୍ତି ତ୍ରିବାର ସତ୍ୟ…

ବିବାହକୁ ନେଇ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ରୀତିନୀତି ରହିଆସିଛି। ବେଳେବେଳେ ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଇଣ୍ଡୋନେସିଆ ଦାନି ଜନଜାତି ସମ୍ପ୍ରଦାୟରେ ବିବାହ ସମୟରେ...

ଯୁଦ୍ଧ ମୁହାଁ ଚାଇନା-ତାଇଓ୍ବାନ…

ବେଜିଂ/ତାଇପେଇ,୧୭।୧୧ : ଚାଇନା ଏବଂ ତାଇୱାନର ପ୍ରତିରକ୍ଷା ପ୍ରସ୍ତୁତି ଜୋରଦାର ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଉଭୟ ଯୁଦ୍ଧ ମୁହାଁ ହେଊଥିବା ଏକ ଗଣମାଧ୍ୟମ...

ଆମେରିକାରେ ଥମୁନି ଗୁଳି ବର୍ଷଣ

ଓ୍ବାଶିଂଟନ,୧୭ା୪: ଆମେରିକାରେ ଗୁଳି ବିନିମୟ ଥମୁନାହିଁ। ରବିବାର ପୂର୍ବାହ୍ନରେ ଆମେରିକାର ପିଟସବର୍ଗ ସହରରେ ଗୁଳି ବିନିମୟରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ...

Advertisement
Archives

Model This Week