Posted inଜାତୀୟ

ବିଦେଶୀ ନାଗରିକ ଭାରତରେ ରହିବା, ବସତି ସ୍ଥାପନ କରିବାର କୌଣସି ଅଧିକାର ଦାବି କରିପାରିବେ ନାହିଁ: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୨।୧: କୌଣସି ବିଦେଶୀ ନାଗରିକଙ୍କୁ ଭାରତରେ ରହିବାର ଏବଂ ବସତି ସ୍ଥାପନ କରିବାର କୌଣସି ଅଧିକାର ନାହିଁ। ଏକ ମାମଲାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ ଏପରି ରାୟ ପ୍ରଦାନ କରିଛନ୍ତି। କୋର୍ଟ ଭାରତୀୟ ସମ୍ବିଧାନର ଧାରାକୁ ଭିତ୍ତି କରି ବିଦେଶୀଙ୍କୁ ଦେଶରେ ରହିବା ଓ ବସତି ସ୍ଥାପନ କରିବା ଦାବିକୁ ଅନୁମତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ କହିଛନ୍ତି, ବିଦେଶୀଙ୍କ ମୌଳିକ ଅଧିକାର ଜୀବନ ଓ ସ୍ବାଧିନତା ପର୍ଯ୍ୟନ୍ତ ସୀମିତ ଅଟେ।

କୋର୍ଟ ସନ୍ଦିଗ୍ଧ ବାଲାଂଦେଶୀ ନାଗରିକ ଅଜଲ ଚକମା ପରିବାର ଦ୍ୱାରା ଦାଖଲ ବନ୍ଦୀ ପ୍ରତକ୍ଷୀକରଣ ଯାଚିକାକୁ ଖାରଜ କରିଦେଇଛନ୍ତି। ଅଜଲଙ୍କୁ ୨୦୨୨ ଅକ୍ଟୋବରରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅର୍ନ୍ତରାଷ୍ଟ୍ରୀୟ ଏୟାରପୋର୍ଟରେ ଗିରଫ କରାଯାଇଥିଲା। ଚକମାଙ୍କ ପରିବାର ଦାବି କରିଛନ୍ତି ଯେ, ଚକମାଙ୍କ ହିରାସତ ଅବୈଧ ଅଟେ।

ଜଷ୍ଟିସ ସୁରେଶ କୁମାର ଓ ଜଷ୍ଟିସ ମନୋଜ ଜୈନଙ୍କ ଖଣ୍ଡପୀଠ କହିଛନ୍ତି, ଭାରତ ସମ୍ବିଧାନର ଧାରା ୧୯(୧)(ଇ) ଅନୁଯାୟୀ ବିଦେଶୀ ନାଗରିକ ଭାରତରେ ରହିବା ବା ବସତି ସ୍ଥାପନ କରିବାର ଅଧିକାର ନାହିଁ। ଚକମା ମାମଲା ଶୁଣାଣିବେଳେ ନିଜ ପକ୍ଷ ରଖିବାରେ ଅସଫଳ ରହିଛନ୍ତି କି, ଯେତେବେଳେ ସେ ବାଲାଂଦେଶ ପାର୍ସପୋର୍ଟରେ ଦେଶ ଛାଡି ଦେଇଥିଲେ ତେବେ ସେ କିପରି ଭାରତ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି,…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri