‘ତବ୍‌ଲିଘିରେ ଯୋଗଦେଇଥିବା ବିଦେଶୀଙ୍କୁ ବଳିବୋଦା କରାଯାଇଛି’

ମୁମ୍ବାଇ, ୨୩।୮: ଦିଲ୍ଲୀର ନିଜାମୁଦ୍ଦିନରେ ଗତ ମାର୍ଚ୍ଚ ମାସରେ ଅନୁଷ୍ଠିତ ତବ୍‌ଲିଘି ଜମାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇଥିବା ବିଦେଶୀ ନାଗରିକଙ୍କୁ ବଳିବୋଦା କରାଯାଇ ସେମାନେ ଦେଶରେ କରୋନା ମହାମାରୀ ସଂକ୍ରମଣ ପାଇଁ ଦାୟୀ ବୋଲି ଅଭିଯୋଗ ଅଣାଯାଇଥିଲା। ବମ୍ବେ ହାଇକୋର୍ଟର ଔରଙ୍ଗାବାଦ ବେଞ୍ଚ୍‌ ଏହା କହିଛନ୍ତି। ୨୯ ବିଦେଶୀଙ୍କ ବିରୋଧରେ ଦାଏର ଏତଲାକୁ ଜଷ୍ଟିସ୍‌ ଟି.ଭି. ନଲାଓ୍ବାଡେ ଏବଂ ଏମ୍‌.ଜି. ସଓ୍ବେଲିକରଙ୍କ ଖଣ୍ଡପୀଠ ଶୁକ୍ରବାର ଖାରଜ କରିଦେବା ସହ ଉପରୋକ୍ତ ମତ ଦେଇଛନ୍ତି। ରାଜନୈତିକ ବାଧ୍ୟବାଧକତାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ ବୋଲି ଖଣ୍ଡପୀଠ କହିଛନ୍ତି। ଆଇପିସିର ବିଭିନ୍ନ ଧାରା ସମେତ ମହାମାରୀ ଆଇନ, ବିପର୍ଯ୍ୟୟ ପରିଚାଳନା ଆଇନ ଓ ପର୍ଯ୍ୟଟନ ଭିସା ଉଲ୍ଲଂଘନ ଅଭିଯୋଗରେ ବିଦେଶୀ ନାଗରିକଙ୍କ ବିରୋଧରେ ଏତଲା ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୮ ସ୍କୁଲର ୮୦ ଛାତ୍ରୀଛାତ୍ର କରୋନା ପଜିଟିଭ୍‌: ସରକାରଙ୍କ ଅକଲ ଗୁଡୁମ୍‌

ରେଓ୍ବାଡ଼ି,୧୮।୧୧: ଦେଶରେ କରୋନା ମହାମାରୀ ଆତଙ୍କ ଜାରି ରହିଛି। ଦେଶର କେତେକ ରାଜ୍ୟରେ ସ୍କୁଲ ଖୋଲା ଯାଇଛି। ତେବେ ହରିୟାଣାରେ ରେଓ୍ବାଡ଼ିରେ ଖୋଲା ଯାଇଥିବା ୮ଟି...

ବାଂଲାଦେଶର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଲଣ୍ଡନ/ନୂଆଦିଲ୍ଲୀ,୧୯ା୯: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଲଣ୍ଡନରେ ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କୁ ଭେଟିଛନ୍ତି। ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାର ଆରମ୍ଭ...

ଛାଡ଼ ପାଇବେ ୩୨ ବିଚାରାଧୀନ କଏଦୀ

କେନ୍ଦୁଝର, ୬।୪ (ସ୍ବ.ପ୍ର.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ୭ ବର୍ଷରୁ କମ ଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ଜାମିନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି।...

ତୃତୀୟ ଲହର ଆଶଙ୍କା, ୭ ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟାରେ ବୃଦ୍ଧି…

ନୂଆଦିଲ୍ଲୀ,୨୪।୧୦: କରୋନା ସଂକ୍ରମଣ ଘଟଣା ହଠାତ୍‌ ବୃଦ୍ଧି ପାଇବାରେ ଲାଗିଛି। ଏହାର ସର୍ବାଧିକ ପ୍ରଭାବ ପଶ୍ଚିମବଙ୍ଗ ସମେତ ୭ଟି ରାଜ୍ୟରେ ଦେଖିବାକୁ ମିଳୁଛି। ଏହାର କାରଣ...

୧୦୧ଦେଶକୁ ରାଖୀ ପହଞ୍ଚାଇବ ଭାରତୀୟ ଡାକ ବିଭାଗ

ନୂଆଦିଲ୍ଲୀ,୩।୮: କରୋନା ମହାମାରୀ ଯୋଗୁ ସମଗ୍ର ବିଶ୍ୱରେ କାମଧନ୍ଦା ଓ ରୋଜଗାର ପ୍ରଭାବିତ ହୋଇଛି। କରୋନା ଯୋଗୁ ଗତ ବର୍ଷ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଗୋଟିଏ...

ଶ୍ୱାସରୁଦ୍ଧ ହୋଇ ୪୩ ଗାଈ ମୃତ

ବିଳାସପୁର,୨୬ା୭(ପି.ଟି.): ଛତିଶଗଡ଼ର ବିଳାସପୁର ଜିଲା ଅନ୍ତର୍ଗତ ଏକ ପଞ୍ଚାୟତ ବିଲ୍ଡିଂର ଛୋଟ କୋଠରିରେ ୬୦ଟି ଗାଈଙ୍କୁ ବନ୍ଦ କରି ରଖାଯାଇଥିଲା। ସେଥିରୁ ୪୩ ଗାଈ ଶ୍ୱାସରୁଦ୍ଧ...

ଭିକ୍ଷୁ ଦାନକଲେ ୯୦ ହଜାର ଟଙ୍କା

ମଦୁରାଇ,୧୮।୮: କରୋନା ମହାମାରୀ ସହ ସାରା ବିଶ୍ୱ ଲଢେକ କରି ଚାଲିଥିବା ବେଳେ ଏହା ଏବେବି ତା’ର କାୟା ବିସ୍ତାର କରି ରଖିଛି। ଏହି କରୋନା...

ପୁଣି ବିପଦ ଘନେଇଲା, ୫୮ ହଜାର ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

Advertisement
Archives

Model This Week