ବର୍ଜ୍ୟବସ୍ତୁ ପାଇଁ ଜଙ୍ଗଲରେ ଲାଗିଲା ନିଆଁ

କେନ୍ଦୁଝର,୧୧।୧୧(ସ୍ବ.ପ୍ର.): କେନ୍ଦୁଝର ସହର ଉପକଣ୍ଠ ଜୁଡିଆଘାଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗି ଯାଇଛି। ଫଳରେ ଶତାଧିକ ଗଛ ପୋଡି ନଷ୍ଟ ହୋଇଛି। ଉକ୍ତ ଅଞ୍ଚଳରେ ବେଆଇନ ଭାବେ ପକାଯାଉଥିବା ସହରର ବର୍ଜ୍ୟବସ୍ତୁରେ ନିଆଁ ବ୍ୟାପିଥିବା କୁହାଯାଉଛି। ନିଆଁକୁ ତୁରନ୍ତ ଆୟତ୍ତ କରା ନ ଗଲେ ଜୀବଜନ୍ତୁ ମୃତ୍ୟୁମୁଖରେ ପଡ଼ିବେ ବୋଲି ଆଶଙ୍କା ପ୍ରକାଶ ପାଇଛି।

ପ୍ରକାଶ ଯେ, କେନ୍ଦୁଝର ସହରର ବର୍ଜ୍ୟବସ୍ତୁକୁ ପୌରପାଳିକା ପକ୍ଷରୁ ଡମ୍ପିଂୟାର୍ଡ ନ କରି ଜୁଡିଆଘାଟି ତଳେ ଜମା କରାଯାଉଛି। ଫଳରେ ବାୟୁ, ଜଳ ପ୍ରଦୂଷଣ ହେଉଛି। ସହରାଞ୍ଚଳରେ ବର୍ଜ୍ୟବସ୍ତୁ ପରିଚାଳନା କରିବା ପାଇଁ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲଙ୍କ ମଧ୍ୟ କଡ଼ାକଡ଼ି ନିର୍ଦ୍ଦେଶ ରହିଛି। ତେବେ ଏହାକୁ ମଧ୍ୟ ଠିକ୍‌ ଭାବେ ପାଳନ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ଭୂୟାଁ ଜୁଆଙ୍ଗ ପୀଢ ରେଞ୍ଜ ଅଧିକାରୀ ମାନସ କୁମାର ମୁର୍ମୁଙ୍କୁ ପଚାରିବାରୁ ନିଆଁ ଲିଭାଇବା ସହ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ସ୍ଥାନୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ଇଂ ପୁଷ୍କର ଚନ୍ଦ୍ର ବେହେରା କହିଛନ୍ତି, ଏହାର ଯାଞ୍ଚ କରି ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀବନ୍ଧରୁ ୫ ଫୁଟ ମାଟି ନେଇ ରାସ୍ତା ନିର୍ମାଣ

ପଟ୍ଟାମୁଣ୍ଡାଇ,୪ା୩(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବାଇପାସ ପାଖରୁ ବାହାରିଥିବା ପଟ୍ଟାମୁଣ୍ଡାଇ-ରାଜନଗର ଉତିକଣ ଘେରି ବନ୍ଧ ପୁରୁଣା ରାସ୍ତା ଅଞ୍ଚଳବାସୀଙ୍କ ପାଇଁ ଗୁରୁତ୍ୱ ବହନ କରେ। ରାସ୍ତା ନିର୍ମାଣ ଶେଷ...

ଗଡ଼ିଲା ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌ (ଓ୍ବାଗନ) ଓଡ଼ିଶାରୁ ଗଡ଼ିିଛି। ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା...

ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନ ପ୍ରସଙ୍ଗ: ଇତୀଶ କହିଲେ‘ ଏହା ଚୋର ହାତରେ ଚାବିକାଠି ଭଳି’

ଭୁବନେଶ୍ୱର,୨୩।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାର ତଦନ୍ତ ପାଇଁ କମିଟି ଗଠନକୁ କଡ଼ା ସମାଲୋଚନା କରିଛନ୍ତି ପୂର୍ବତନ ଛାତ୍ର କଂଗ୍ରେସ ଆବାହକ ଇତୀଶ ପ୍ରଧାନ।...

ବିଜେଡିର ୮ ନୂତନ ସହପର୍ଯ୍ୟବେକ୍ଷକ

ଭୁବନେଶ୍ୱର,୮।୨(ବ୍ୟୁରୋ): ବିଜେଡି ପକ୍ଷରୁ ରବିବାର ସୁନ୍ଦରଗଡ ଜିଲା ସହିତ ୭ଟି ନିର୍ବାଚନମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି। ଏହି ୮ ନବନିଯୁକ୍ତ ସହପର୍ଯ୍ୟବେକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ...

ବିଜ୍ଞାନ,କାରିଗରୀ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ନୂଆପଡା ଗସ୍ତ: ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା; ଯୋଗେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା

ନୂଆପଡ଼ା ଅଫିସ,୧୯ା୮ : ପୂର୍ବତନ ପର୍ଯ୍ୟଟନ ମନ୍ତ୍ରୀ ତଥା ବର୍ତ୍ତମାନର ବିଜ୍ଞାନ, କାରିଗରୀ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ କୁମାର ପଣ୍ଡା ଦିନିକିଆ ନୂଆପଡା ଗସ୍ତରେ...

ଭୁଶୁଡ଼ିଲା ଏୟାରଷ୍ଟ୍ରିପ୍‌ ପାଚେରି, ୨ ଶ୍ରମିକ ମୃତ

ମାଲକାନଗିରି,୨ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଗୁରୁବାର ଅପରାହ୍ନ ପ୍ରାୟ ୪ଟାରେ କାଳବୈଶାଖୀ ଯୋଗୁ ୨୦ମିନିଟ୍‌ ଧରି ପ୍ରବଳ ବେଗରେ ପବନ ବହିବା ସହ ବଜ୍ରପାତ...

ଦଳିତ ପରିବାରଙ୍କୁ ଗାଁ ରୁ ତଡ଼ିବା ଘଟଣା  ଓଏଚ୍‌ଆରସିଙ୍କ ନିର୍ଦ୍ଦେଶ ନ ମାନିବାରୁ ପୁରୀ ଜିଲାପାଳଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ପୁରୀ ଜିଲା ବ୍ରହ୍ମଗିରି ନୂଆ ଗାଁର ୪ ଦଳିତ ପରିବାରକୁ ଗ୍ରାମର କେତେଜଣ ଲୋକ ମାଡ଼ ମାରି ତଡ଼ିବା ମାମଲାରେ ଓଡ଼ିଶା ମାନବିକ ଅଧିକାର...

ଛାତରୁ ପଡି ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ

ଢେଙ୍କାନାଳ ଅଫିସ,୧୩।୯: ଢେଙ୍କାନାଳ ଜିଲା ଗଦିଆଁ ଅଗ୍ନିଶମ କେନ୍ଦ୍ର କର୍ମଚାରୀ ଜୟନ୍ତ ଧାରୁଆ ସୋମବାର ବିଳମ୍ବିତ ରାତିରେ ଅଗ୍ନିଶମ କେନ୍ଦ୍ର ଛାତ ଉପରୁ ପଡ଼ି ମୃତ୍ୟୁବରଣ...

Advertisement
Archives

Model This Week