ଡ୍ରୋନ ସର୍ଭେ ଦ୍ୱାରା ଜଙ୍ଗଲ ନିଆଁ ଚିହ୍ନଟ, ରାତିସାରା ଅକ୍ଲାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ବନବିଭାଗ

ପାଟଣା,୧୪।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ ଅଟେଈ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ରାତି ୨ଟାରେ ଲାଗିଥିବା ନିଆଁକୁ ବନବିଭାଗ କର୍ମଚାରୀ ଆୟତ୍ତ କରିଛନ୍ତି। ନିଆଁ ଲାଗିଥିବା ଘଟଣା ଡ୍ରୋନ୍‌ ସର୍ଭେରେ ଜଣାପଡ଼ିବା ପରେ ପାଟଣା ବନବିଭାଗ କର୍ମଚାରୀ ରାତିତମାମ ବ୍ଲର (blower) ସାହାଯ୍ୟରେ ଅକ୍ଲାନ୍ତ ଉଦ୍ୟମ କରି ନିଆଁକୁ ଆୟତ କରିଥିବା ଜଣାପଡିଛି। ନିଆଁ ଲିଭା କାର୍ଯ୍ୟରେ ପାଟଣା ବନପାଳ ନିରଞ୍ଜନ ସେଠୀ,ଭୌଗୋଳିକ ସୂଚନା କେନ୍ଦ୍ର କେନ୍ଦୁଝର ବନଖଣ୍ଡର ନିହାର ରଞ୍ଜନ ଦାସ, ପାଟଣା ରେଞ୍ଜ ଅଗ୍ନି ନିର୍ବାପକ ଦଳ ନିଆଁ ଲିଭା କାର୍ଯ୍ୟରେ ସାମିଲ ହୋଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି।  ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି।…

‘ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବରେ ହାରିବା ପରେ ଏବେ ସାଲିସ କରିବାକୁ ଚାହୁଁଛି ଇରାନ’: ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଶନିବାର ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷର ୧୪ତମ ଦିନ। ଆମେରିକା ତେହେରାନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଏହି ମଧ୍ୟରେ,…

‘୧୪ ଦିନରେ ଆମେରିକାକୁ ଭିକ ମଗାଇ ଦେଲୁ’, ଖାର୍ଗ ଦ୍ୱୀପ ଧ୍ୱଂସ ହେବାକୁ ନେଇ କାହିଁକି ଏତେ କନଫିଡେଣ୍ଟରେ ରହିଛି ଇରାନ, ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ମଧ୍ୟରେ, ଏହା ସହିତ ବୟାନବାଜି ମଧ୍ୟ ଯଥେଷ୍ଟ ତୀବ୍ର ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନର ଖାର୍ଗ…

ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…

ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର…

ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଘଟଣାସ୍ଥଳରେ…

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସ ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୨ଏଡି-୮୯୫୭)ଧକ୍କାରେ ଜଣେ…

ରୁଷିଆ ତେଲକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତର ବଡ଼ ଗେମ୍‌!

ମସ୍କୋ,୧୪।୩: ଇରାନରେ ଚାଲିଥିବା ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ଯୋଗୁଁ, ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହେଉଛି। ସମ୍ପ୍ରତି, ବିଶ୍ୱ ବଜାରରେ ତୈଳ…

ବିରାଟ କୋହଲି ନୁହେଁ, ଏହି ଖେଳାଳି RCBର ଅଧିନାୟକ! ଦିନେଶ କାର୍ତ୍ତିକ ବାଝିଲେ ପ୍ଲେ-୧୧

ନୂଆଦିଲ୍ଲୀ,୧୪।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପୂର୍ବରୁ, RCB ବ୍ୟାଟିଂ ପ୍ରଶିକ୍ଷକ ଦିନେଶ କାର୍ତ୍ତିକ ତାଙ୍କର ପସନ୍ଦର “RCB ଅଲ-ଟାଇମ ଏକାଦଶ” ଚୟନ କରିଛନ୍ତି। ଐତିହାସିକ…

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri