ଗୟଳ ଶିକାର: ଜଣଙ୍କୁ ଅଟକ ରଖିଛି ବନ ବିଭାଗ

ଓଡ଼ଗାଁ, ୨୯ା୧୨(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ ଓ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ମାଧୁଆମାରୁ ଗ୍ରାମ ସନ୍ନିକଟ ଅଣ ସଂରକ୍ଷିତ ଜଙ୍ଗଲ ନିକଟରେ ବୁଧବାର ରାତିରେ ଏକ ଗୟଳ ଶିକାର କରାଯାଇଛ। ଗୟଳ ଶିକାର ପରେ ମାଂସ ବିକ୍ରି କରାଯାଉଥିବା ବନ ବିଭାଗ ସୂଚନା ପାଇଥିଲା। ନୟାଗଡ଼ ବନଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀ, ରେଞ୍ଜର ଆଶିଷ କୁମାର କଅଁର ଗୁରୁବାର ସକାଳ ସାଢେ ୭ଟାରେ ଘଟଣାସ୍ଥଳରେ ପହଞ୍ଚିଥିଲେ। ହେଲେ ସେଠାରେ କେହି ନ ଥିଲେ। ବିଭାଗୀୟ ଅଧିକାରୀମାନେ ସେଠାରୁ ଗୟଳ ମୁଣ୍ଡ, ପୁଟା, ଗୋଡ ଓ କିଛି ବଳକା ମାଂସ ଜବତ କରିଥିଲେ। ଘଟଣାସ୍ଥଳରେ ହିଁ ସ୍ଥାନୀୟ ପ୍ରାଣୀ ଚିକିତ୍ସକ ବିଦ୍ୟୁତ୍‌ ମହାନ୍ତଙ୍କ ଦ୍ୱାରା ବ୍ୟବଚ୍ଛେଦ କରାଯିବା ପରେ ମାଂସ ଓ ମୁଣ୍ଡ ପୋତି ଦିଆଯାଇଥିଲା ବୋଲି ରେଞ୍ଜର କଅଁର ପ୍ରକାଶ କରିଛନ୍ତି। ଏହି ଘଟଣାରେ ସୁଦ୍ର ନୂଆଁପଲ୍ଲୀ ଗ୍ରାମର ନବ ବେହେରା (୪୫)ଙ୍କୁ ବନ ବିଭାଗ ଅଟକ ରଖି ପଚରାଉଚୁରା କରୁଛ। ତାଙ୍କ ନିକଟରୁ ଏକ ଫାଶ ଜବତ କରାଯାଇଛି । ଏଥିସହିତ ବନ ବିଭାଗ ମାଂସ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇଛି ା ଶିକାର ହୋଇଥିବା ଗୟଳର ବୟସ ସାଢେ ୪ ବର୍ଷ ହେବ ବୋଲି ବନ ଅଧିକାରୀ ସୂଚନା ଦେଇଛନ୍ତ। ଏନେଇ ଏକ ମାମଲା(ନଂ.୨୪/୨୨) ରୁଜୁ ହୋଇଛ।


Enter your email to get our daily news in your inbox.

All Right Reserved By Dharitri.Com

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri