ଭାଗବଣ୍ଟା ସମୟରେ ଚଢ଼ାଉ କଲା ବନ ବିଭାଗ, ବାର୍‌ହା ମାଂସ ଜବତ ସହ ଶିକାରୀଙ୍କୁ…

ପାଟଣା,୧୬ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍‌ କୁମୁଳାବାହାଳୀ ଗାଁ ନିକଟ ପୋଇପାଣି ଜଙ୍ଗଲରେ ରବିବାର ରାତିରେ ବନ ବିଭାଗ ଚଢାଉ କରି ବାର୍‌ହା ମାଂସ ଜବତ ସହ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ପୋଇପାଣି ଗ୍ରାମ ଭଣ୍ଡାରିପୋଷି ସାହିର କୀର୍ତ୍ତନ ମହାନ୍ତଙ୍କ ପୁଅ ବୀରବଲ୍‌(୪୭)। ସେ ବାର୍‌ହାକୁ ପୋଇ ପାଣି ସଂରକ୍ଷିତ ଜଙ୍ଗଲରେ ବୋମ ଖଞ୍ଜି ଶିକାର କରିଥିବା କଥା ସ୍ବୀକାର କରିଛନ୍ତି। ଚଢ଼ାଉରେ ପାଟଣା ବନପାଳ ନିରଞ୍ଜନ ସେଠୀ, ପୋଇପାଣି ବନରକ୍ଷୀ ରାଜେଶ ଜେନା ଏବଂ ସ୍କ୍ବାଡ୍‌ ସାମିଲ ହୋଇଥିଲେ। ବାର୍‌ହା ମାରି ୩ଜଣଙ୍କ ମଧ୍ୟରେ ଭାଗ ବଣ୍ଟା କରାଯାଇଥିଲା। ବିଶେଷ ସୂତ୍ରରୁ ଖବର ପାଇ ବନ ବିଭାଗ ଚାଢ଼ାଉ କରିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

କଟକରେ ଲଜ୍ଜା: କଥା ହେବା ବାହାନାରେ ନାବାଳିକାଙ୍କୁ ହୋଟେଲକୁ ଡାକି ନେଇ ଗଣବଳାତ୍କାର କଲେ ସହପାଠୀ

କଟକ, ୧୩।୮(ପ୍ରଭୁ କଲ୍ୟାଣ ପାଲ୍‌): କଟକରେ ଲଜ୍ଜା। ନାବାଳିକାଙ୍କୁ ହୋଟେଲକୁ ନେଇ ଗଣବଳାତ୍କାର ଅଭିଯୋଗ। ବାଦାମବାଡ଼ି ଥାନା ଅଂଚଳରେ ଘଟିଛି ଏହି ସଙ୍ଗୀନ ଘଟଣା। ଜଣେ ନାବାଳିକାଙ୍କୁ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ନାଁରେ ଆସିଲା ସାଂଘାତିକ ଅଭିଯୋଗ, ଡାକ୍ତରଙ୍କୁ ଚାକିରିରୁ ବହିଷ୍କାର କଲେ ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି,୧୩।୮(ଗିରିଧାରୀ ପରିଛା): ଦୁର୍ନୀତି ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଗଜପତି ଜିଲାର ଗୁରାଣ୍ଡି ସିଏଚ୍‌ସିର ପୂର୍ବତନ ଭାରପ୍ରାପ୍ତ ମେଡିକାଲ ଅଧିକାରୀ ଡାକ୍ତର ପତିତପାବନ ବାରିକଙ୍କୁ ସରକାରୀ…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri