ବାଘଛାଲ ବିକ୍ରି କରୁଥିବା ବେଳେ ରେଡ୍‌ କଲା ବନବିଭାଗ, ୩…

ନବରଙ୍ଗପୁର,୨୩।୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ରେଞ୍ଜ ନୁନୁପାଣି ଗ୍ରାମ ନିକଟରେ କଲରାପତରିଆ ବାଘ ଛାଲର ଡିଲ ଚାଲିଥିଲା ସମୟରେ ବିଶେଷ ସୂତ୍ରରୁ ଖବର ପାଇ ବନ ବିଭାଗର ଏକ ସ୍ୱତନ୍ତ୍ର ଟିମ ଚଢ଼ାଉ କରିଛି । କଲରାପତରିଆ ବାଘ ଛାଲ ସହ ତିନି ଜଣଙ୍କୁ ଅଟକ ରଖିଛି ବନ ବିଭାଗ।

ସୂଚନା ଅନୁସାରେ, ବାଘ ଛାଲକୁ ପାଞ୍ଚ ଲକ୍ଷ ଟଙ୍କାରେ ଡିଲ କରାଯାଇଥିଲା। ଧରାପଡ଼ିଥିବା ତିନିଜଣଙ୍କ ମଧ୍ୟରୁ ଝରିଗାଁ ବ୍ଳକର ଦୁଇ ଜଣ ବିକ୍ରେତା ହୋଇଥିବା ବେଳେ ଜଣେ କ୍ରେତା ରହିଛନ୍ତି । ସେମାନଙ୍କୁ ଅଟକ ରଖି ବନ ବିଭାଗ ତଦନ୍ତ କରୁଛି । ଅଞ୍ଚଳରେ ଅନେକ ଥର ବାଘ ଛାଲ ଜବତ ଘଟଣା ଦେଖିବାକୁ ମିଳିଛି ତେଣୁ ଏହି ଘଟଣା ପରେ ବନ ବିଭାଗ ଗୁରୁତ୍ବର ସହ ନେଇ ଏକ ସ୍ୱତନ୍ତ୍ର ଟିମ ଗଠନ କରି ମୁଖ୍ୟ ଚାଲାଣ କାରୀଙ୍କ ନିକଟରେ ପହଂଚିବାକୁ ତଦନ୍ତ କରୁଛି । ତେବେ ଉକ୍ତ ବାଘ ଛାଲ କେଉଁଠୁ ଆସିଲା ଏବଂ ଏହାର ବୟସ କେତେ କିଛି ସ୍ପଷ୍ଟ କରାଯାଇନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ, ଦୁଇ ଗୁରୁତର

ଜି.ଉଦୟଗିରି,୨୬।୧(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri