ଧରାପଡ଼ିଲା ଶାଳକାଠ ବୋଝେଇ ଗାଡ଼ି

ବୁଗୁଡ଼ା,୨୫ା୨(ଡି.ଏନ.ଏ.): ଗଞ୍ଜାମ ଜିଲା କରଚୁଲି ସଂରକ୍ଷିତ ଜଙ୍ଗଲ ଭାଗ-୨ ଅନ୍ତର୍ଗତ ତାକରଡା ଗାଁ ଛକ ନିକଟରେ ବନ ବିଭାଗ ପକ୍ଷରୁ ଚଢାଉ କରି ଶାଳ କାଠ ବୋଝେଇ ଏକ ଗାଡିକୁ ଜବତ କରାଯାଇଛି। କାଠ ଚାଲାଣରେ ସମ୍ପୃକ୍ତ ବୁଗୁଡ଼ା ଥାନା ଅନ୍ତର୍ଗତ ଜଗତ ପାଟଣା ଗ୍ରାମର ନାରାୟଣ ଗୌଡ(୪୨) ଏବଂ ଆଦିପୁର ଗ୍ରାମର ବିଦ୍ୟାଧର ଡାକୁଆ (୫୨)ଙ୍କୁ ବନ ବିଭାଗ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଏ ନେଇ ବନ ବିଭାଗ ପକ୍ଷରୁ ଏକ ମାମଲା( ନଂ ୨୭୪/୨୧-୨୨) ରୁଜୁ ହୋଇଛି।

ଶାଳ କାଠ ବୋଝେଇ ଗାଡି (ନଂ-ଓଆର ୧୨ବି-୧୩୯୫) ବୁଗୁଡ଼ା ଅଭିମୁଖେ ଆସୁଥିବା ବନ ବିଭାଗକୁ ଖବର ମିଳିଥିଲା। ଏ ନେଇ ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ସଚିନ କୁମାର ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ବନ ବିଭାଗର ଏକ ଟିମ୍‌ ତାକରଡା ଗାଁ ଛକ ନିକଟରେ ଚଢାଉ କରି ୩୩.୩୪ ଘନଫୁଟର ୮ଟି ଶାଳ ଗଣ୍ଡି ସହ ଗାଡିକୁ ଜବତ କରିଥିଲା। ଚଢାଉରେ ଭିଜିଲାନ୍ସ ଷ୍ଟାଫ୍‌ ବିନାୟକ ରଞ୍ଜନ କରଙ୍କ ସମେତ ବନକର୍ମଚାରୀ ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri