ପୋଡ଼ାମାରି ବନବିଭାଗର ରାତିଅଧିଆ ଚଢାଉ, ବିପୁଳ ପରିଣାମର…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ ରେଞ୍ଜର ରୂପକ କୁମାର ପ୍ରଧାନ ସଦଳବଳେ ରେଡ୍ କରି ବିପୁଳ ପରିମାଣର କାଠ ଗଣ୍ଡିି ଜବତ କରିଛନ୍ତି ।

ଜଣେ ବ୍ୟକ୍ତିଙ୍କ ଠାରୁ ସୂଚନା ପାଇ ଗୁରୁବାର ରାତି ପ୍ରାୟ ୮ ଟାରେ ବନ କର୍ମଚାରୀ ଟିମ୍ ରେଞ୍ଜରଙ୍କ ନେତୃତ୍ୱରେ ପୋଡ଼ାମାରି ଗ୍ରାମ ନୂଆବନ୍ଧ ହିଡରେ ପାଳ ଘୋଡାଇ ରଖାଯାଇଥିବା ସରୁପତରି, ଟାଙ୍ଗିଣୀ, ବାଇଲ ପ୍ରଭୃତି ବିଭିନ୍ନ କିସମର କଞ୍ଚା କାଠ ଗଣ୍ଡିି ଜବତ କରି ରେଞ୍ଜର କାର୍ଯ୍ୟାଳୟକୁ ଅଣାଯାଇଥିବା ଜଣାପଡ଼ିଛି । କୌଣସି ବ୍ୟକ୍ତି କାଠ ଗୁଡ଼ିକୁ ଚୋରା ଚାଲାଣ ପାଇଁ ମହଜୁଦ ରଖିଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ରେଞ୍ଜର କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri