ଗୃହ ନିର୍ମାଣ ପାଇଁ ଗଛ ବଳି, ଜବତ କଲା ବନ ବିଭାଗ

ନିଶ୍ଚିନ୍ତକୋଇଲି,୧୨ା୬(ଅଶୋକ କୁମାର ମହାପାତ୍ର): ସମସ୍ତ ସରକାରୀ ନୀତି ନିୟମକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରି ନିଶ୍ଚିନ୍ତକୋଇଲି ବ୍ଲକ ଅସୁରେଶ୍ୱର ସୁଭଦ୍ରା ମହତାବ ମହାବିଦ୍ୟାଳୟ ପରିସରରେ ଗୃହ ନିର୍ମାଣ ନିମନ୍ତେ ଛୁଟି ଦିନରେ ଠିକାଦାର ତିନୋଟି ଜୀବନ୍ତ ଶାଗୁଆନ ଗଛ କାଟି ଦେଇଥିବାର ଅଭିଯୋଗ ହୋଇଛି। ଖବର ପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଏକ ଯାନ୍ତ୍ରିକ କାଠକଟା କରତ ତିନୋଟି ଟାଙ୍ଗିଆ ସହ ଶାଗୁଆନ ଗଛକୁ ଜବତ କରିଛନ୍ତି। ଅସୁରେଶ୍ୱର ସୁଭଦ୍ରା ମହତାବ ମହାବିଦ୍ୟାଳୟର ଗୃହ ନିର୍ମାଣ ନିମନ୍ତେ ସରକାର ଅର୍ଥ ମଞ୍ଜୁର କରିଥିଲେ। ଠିକାଦାର ବିନା ସରକାରୀ ମଞ୍ଜୁରୀରେ ଛୁଟି ଦିନରେ କଲେଜ ପରିସରରେ ଥିବା ତିନୋଟି ମୂଲ୍ୟବାନ ଜୀବନ୍ତ ଶାଗୁଆନ ଗଛ କାଟିଦେଇଥିଲେ। ଖବର ପାଇ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି କଟାଯାଇଥିବା ଶାଗୁଆନ ଗଛ ସମେତ ଗୋଟିଏ ଯନ୍ତ୍ରୀଙ୍କ କାଠ କଟା କରତ ଓ ତିନୋଟି ଟାଙ୍ଗିଆ ଜବତ କରିଛନ୍ତି। ତେବେ ଠିକାଦାର ବିନା ସରକାରୀ ମଞ୍ଜୁରୀରେ କିପରି ଜୀବନ୍ତ ଗଛ କାଟିଲେ ତାହା ତଦନ୍ତ ସାପେକ୍ଷ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri