୩୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଫରେଷ୍ଟ ଗାର୍ଡ

ସମ୍ବଲପୁର,୩ା୧୧(ବ୍ୟୁରୋ)-ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍‌ ଯୁଯୁମୁରା ବନ ବିଭାଗରେ କାର୍ଯ୍ୟରତ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା ସମିତି ଗୃହ ନିର୍ମାଣ କାମର ବିଲ୍‌ କରିବା ପାଇଁ ସେ ୩୬ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି। ଏ ନେଇ ଭିଜିଲାନ୍ସ ବିଭାଗ ଏକ ମାମଲା (ନଂ.୨୮/୨୦) ରୁଜୁ କରି ତାଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ‘କାଳିଆ କରୁଛି ଲୀଳା’

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ଟେଲି ପୁରସ୍କାର ପାଇଁ ୨୦ ବିଭାଗରେ ମୋଟ ୩ଲକ୍ଷ ୧୦ ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ। ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର...

ହାଟବେଳେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି; ଚପିଗଲା ଚାରି ଜୀବନ

ଢେଙ୍କାନାଳ ଅଫିସ,୧୦ା୬ ହାଟର ନାଁ ଅଳସୁଆ। ହେଲେ ହାଟୁଆମାନେ ଆଦୌ ଅଳସୁଆ ନୁହନ୍ତି। ସେଥିପାଇଁ ପ୍ରତି ସପ୍ତାହର ଶେଷ ଦିନରେ ଭାରି ଭିଡ଼ ହୁଏ ଢେଙ୍କାନାଳ...

ମିଲରଙ୍କ ମାଡ଼ରେ ଚାଷୀ ଗୁରୁତର

ମହାକାଳପଡ଼ା,୧୮ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ସେବା ସମବାୟ ସମିତିରେ ଜଣେ ଚାଷୀ ଗୁରୁବାର ଧାନ ବିକ୍ରି କରିବାକୁ ଯାଇ ମିଲରଙ୍କ...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୮୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୨୬୯୫ରେ ପହଞ୍ଚିଛି।...

ଆଧାର ବିନା ଖାଦ୍ୟ ସୁରକ୍ଷାରୁ ହିତାଧିକାରୀ ବଞ୍ଚିତ: ହାଇକୋର୍ଟଙ୍କ ନିର୍ଦ୍ଦେଶରେ ତଦନ୍ତ ଆରମ୍ଭ

ରସୁଲପୁର,୨୨ା୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଆଧାର ସଂଯୋଗ ବିନା ଖାଦ୍ୟ ସୁରକ୍ଷା ଯୋଜନାରୁ ଯୋଗ୍ୟ ହିତାଧିକାରୀ ବଞ୍ଚତ୍ତ ହେବା ଘଟଣାରେ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର...

ମହିଳା ପୋଷ୍ଟ ମାଷ୍ଟରଙ୍କୁୁ ଆକ୍ରମଣ କରିଥିବା ଯୁବକଙ୍କୁ ବାନ୍ଧି ଛେଚିଲେ

ସାରସକଣା,୧୪।୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ଥିବା ଏକ ଶାଖା ଡାକଘରେ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟରତ ଜଣେ ମହିଳା ପୋଷ୍ଟ ମାଷ୍ଟରଙ୍କୁ ମରଣାନ୍ତକ...

ଗୋଲବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୬୦ ଦୋକାନ

ସମ୍ବଲପୁର, ୨୮।୧୦ (ବ୍ୟୁରୋ): ସମ୍ବଲପୁର ସହରର ଗୋଲବଜାରସ୍ଥିତ ପରିବା ମାର୍କେଟରେ ସୋମବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଦୋକାନ ଜଳି ପାଉଁଶ...

ଭୁବନେଶ୍ବର ବିମାନବନ୍ଦରରୁ ୪୦୦ ପ୍ୟାକେଟ ବିଦେଶୀ ସିଗାରେଟ ଜବତ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ବିଦେଶୀ ସିଗାରେଟ ଜବତ କରିଛି ରାଜସ୍ବ ଗୁଇନ୍ଦା ବିଭାଗ। ମଙ୍ଗଳବାର ମାଲେସିଆର କ୍ୱାଲାଲମପୁରରୁ ୨ ଜଣ ସିଗାରେଟ୍‌ ନେଇ ପୋଲିସ ସେମାନଙ୍କୁ...

Advertisement
Archives

Model This Week