ନିଲମ୍ବିତ ହେଲେ ଫରେଷ୍ଟଗାର୍ଡ, ଏହି କାର୍ଯ୍ୟ ପାଇଁ ହେଡ୍‌ କ୍ୱାର୍ଟର୍ସରେ…

ପାଟଣା,୧୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନର ଫରେଷ୍ଟଗାର୍ଡ ହୃଦାନନ୍ଦ ମହାନ୍ତିଙ୍କୁ ମଙ୍ଗଳବାର ଡିଏଫ୍‌ଓ ଧନରାଜ ସରକାରୀ କାର୍ଯ୍ୟରେ ଅବହେଳା, ନିଆଁ ନିୟନ୍ତ୍ରଣରେ ବିଫଳ, ଟ୍ରେନିଙ୍ଗ ନ ଯିବା, ହାତୀ ନଷ୍ଟ କରିଥିବା ଫସଲର କ୍ଷୟ କ୍ଷତି ଆକଳନ ନ କରିବା ଓ ଲୋକଙ୍କ ପ୍ରତି ସମ୍ବେଦଶୀଳ ନ ଥିବା ଆଦି କାରଣରୁ ନିଲମ୍ବନ କରି ହେଡ୍‌ କାର୍ଟର୍ସରେ ଆଟାଚ୍‌ କରିଥିବା କହିଛନ୍ତି।

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR)…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି…

ମକର ରାଶିରେ ରାହୁଙ୍କ ପ୍ରବେଶ: ୨୦୨୮ ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ ପ୍ରଚୁର ଟଙ୍କା, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମକର ରାଶିକୁ କର୍ମ, ଅଧିକାର ଓ ସଂଘର୍ଷ ପରେ ସଫଳତାର ପ୍ରତୀକ ଭାବେ ଦେଖାଯାଏ। ଶନିଙ୍କ ଅଧିପତ୍ୟ ଥିବା ଏହି ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?