ହାତୀ କଙ୍କାଳ ମିଳିବା ମାମଲା: ଫରେଷ୍ଟ ଗାର୍ଡ ନିଲମ୍ବିତ

ଆଠଗଡ଼,୨୦।୬(ଡି.ଏନ୍‌.ଏ.): ଆଠଗଡ଼ ବନ ବିଭାଗ ପକ୍ଷରୁ ଗତ ୧୪ ତାରିଖରେ ହାତୀ କଙ୍କାଳ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଫରେଷ୍ଟ ଗାର୍ଡ ପ୍ରଭାତ ପ୍ରଧାନଙ୍କୁ ସୋମବାର ଚାକିରିରୁ ନିଲମ୍ବିତ କରାଯାଇଛି। ଏଥିସହ ବନ ବିଭାଗ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏହି ଘଟଣାରେ ୬ ଜଣ ବନ କର୍ମଚାରୀ ନିଲମ୍ବିତ ହୋଇଥିବା ବେଳେ ମୋଟ ୭ ଜଣ ଗିରଫ ହୋଇଛନ୍ତି।
ଅନ୍ୟପକ୍ଷରେ ନରସିଂହପୁର ପୂର୍ବ ବନାଞ୍ଚଳ ଜୟପୁର ସେକ୍ସନରେ ଗୁଳିବିଦ୍ଧ ଦନ୍ତାହାତୀର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ଏହି ମାମଲାର ତଦନ୍ତ କରି ବନ ବିଭାଗ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟ ବେଞ୍ଚ ଦାବିରେ ବିଜେପୁର ବନ୍ଦ: ଜୀବନଯାତ୍ରା ବ୍ୟାହତ

ବିଜେପୁର,୫।୨(ଡି.ଏନ୍‌.ଏ.) : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବିରେ ବୁଧବାର ହୋଇଥିବା ଆନ୍ଦୋଳନରେ ବରଗଡ଼ ଜିଲା ବିଜେପୁର ବ୍ଲକରେ ବନ୍ଦ ପାଳନ କରାଯାଇଛି। ସ୍ବତଃସ୍ଫୁର୍ତ୍ତ ଭାବେ...

ସ୍ୟାଟ୍‌କୁ ନେଇ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଜଣିକିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି

କଟକ ଅଫିସ, ୬।୧୨ :ସ୍ୟାଟ୍‌(ରାଜ୍ୟ ପ୍ରଶାସନିକ ଟ୍ରିବ୍ୟୁନାଲ) ଉଚ୍ଛେଦ ଉପରେ କେନ୍ଦ୍ର ମୋହର ଲଗାଇବା ପରେ ଏହା ଏକପ୍ରକାର ଅଚଳ ହୋଇପଡ଼ିଛି। ସ୍ୟାଟ୍‌ରେ ଅଚଳାବସ୍ଥା ଯୋଗୁ ଏଠାରେ...

ବାଟ ହୁଡ଼ିଛି ଡିଏମ୍‌ଏଫ୍‌

ଯାଜପୁର,୩୦ା୯(ହର୍ଷବର୍ଦ୍ଧନ ବେହେରା): ଜୁଲାଇ ୨୦୨୩ ସୁଦ୍ଧା ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ସମୁଦାୟ ୨୩୧୫୧.୧୫ କୋଟି ଟଙ୍କା ସଂଗ୍ରହ ହୋଇଛି। ଏଥିରେ ରାଜ୍ୟର ୮...

୫ ଗ୍ରାମବାସୀଙ୍କୁ ଉଠାଇ ନେଲେ ମାଓବାଦୀ

ମାଲକାନଗିରି,୭ା୧୧(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ କୋଣ୍ଟା ବ୍ଲକ ଅଧୀନ ବଟେର ଗ୍ରାମରୁ ୫ ଜଣଙ୍କୁ ମାଓବାଦୀ ଅପହରଣ କରିନେଇଛନ୍ତି। ମାଓବାଦୀମାନେ ଶନିବାର ରାତିରେ ଗ୍ରାମକୁ ଆସି...

ଆସୁଛି ଉତ୍ତପ୍ତ ବାୟୁ, ବଢ଼ିବ ତାତି

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାର୍ଚ୍ଚ ଅଧାରୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ଦୁଇଦିନ ପରେ ପାରଦ ଆହୁରି ଉପରମୁହାଁ...

ସୁବର୍ଣ୍ଣରେଖାରେ ବନ୍ୟା: ଭୋଗରାଇ, ବାଲିଆପାଳ ପ୍ରଭାବିତ

ବାଲେଶ୍ୱର ଅଫିସ,୨ା୮: ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳ ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିଛି। ଫଳରେ ବାଲିଆପାଳ ବ୍ଲକର ୫ ପଞ୍ଚାୟତ ଓ ଭୋଗରାଇ...

ସାଦା ପୋଷାକରେ ଯାଇ ବାନ୍ଧିଲା ବନ ବିଭାଗ

ନୟାଗଡ଼ ଅଫିସ,୩।୯: ନୟାଗଡ଼ ଜିଲା ରଣପୁର ମଣିନାଗ ସାହିରୁ ଖୋର୍ଦ୍ଧା ବନବିଭାଗ ଏକ ବାଘ ଏବଂ ବାର୍‌ହା ଦାନ୍ତ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ...

ଓଡ଼ିଶା ଦିବସ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୪(ବ୍ୟୁରୋ): କଳିଙ୍ଗ, ଉତ୍କଳ ପରେ ଓଡ଼ିଶା ନାମରେ ପରିଚିତ ଏହି ପବିତ୍ର ଭୂଖଣ୍ଡ ୧୯୩୬ ଏପ୍ରିଲ ୧ରେ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପାଇଥିଲା। ସେବେଠାରୁ ଏହି...

Advertisement
Archives

Model This Week