ଜଙ୍ଗଲ ଜମି ବିବାଦକୁ ନେଇ ଉତ୍ତେଜନା

ପାଟଣା,୧୯ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧନୁର୍ଜୟପୁର ଗ୍ରାମ ରିଜର୍ଭ ଫରେଷ୍ଟରେ ଜଙ୍ଗଲ ଜମିର ସୀମା ବିବାଦକୁ ନେଇ ଶନିବାର ଉତ୍ତେଜନା ସୃଷ୍ଟି ହୋଇଛି। ଦୀର୍ଘଦିନର ବିବାଦର ସମାଧାନ ନ ହେବାରୁ ଗ୍ରାମବାସୀ ସଂରକ୍ଷିତ ଜଙ୍ଗଲ ମଧ୍ୟରେରେ କୁକୁଡ଼ା ଲଢେଇ କରିବା ପାଇଁ ବ୍ୟାରିକେଡ୍‌ କରିଥିଲେ। କୌଣସି ସୂତ୍ରରୁ ଖବର ପାଇ ବନ ବିଭାଗ କର୍ମଚାରୀ ପାଇଁ ଉକ୍ତ ସ୍ଥାନରେ ଚଢ଼ାଉ କରି କୁକୁଡ଼ା ଲଢ଼େଇ ପାଇଁ କରାଯାଇଥିବା ବ୍ୟାରିକେଡକୁ ଭାଙ୍ଗିବା ପରେ ଦୀର୍ଘଦିନର ପୁଞ୍ଜିଭୂତ ଅସନ୍ତୋଷ ଏବେ ଉଗ୍ର ହୋଇଛି। ବନ ବିଭାଗର ରେଞ୍ଜର ପବିତ୍ର ମୋହନ ନାଏକଙ୍କ ସହ ୧୬ ଜଣ କର୍ମଚାରୀଙ୍କୁ ଗ୍ରାମବାସୀ ଅଟକ ରଖିଛନ୍ତି। ଘଟଣାସ୍ଥଳରେ ପାଟଣା ପୋଲିସ ପକ୍ଷରୁ ଥାନାଧିକାରୀ ସୋମନାଥ ଜେନା ସଦଳବଳ ପହଞ୍ଚି ଲୋକଙ୍କୁ ଜଙ୍ଗଲଜମି ଚିହ୍ନଟ ହେବାର ପ୍ରତିଶ୍ରୁତି ଦେବା ପରେ ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri