କାର ଦୁର୍ଘଟଣାରେ ଆଖିବୁଜିଲେ ବନ ବିଭାଗ ଅଧିକାରୀ

କଲ୍ୟାଣସିଂହପୁର,୧୬।୧(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବନ ବିଭାଗ ଅଧିକାରୀ ଚନ୍ଦନ ଗମାଙ୍ଗଙ୍କ ଶୁକ୍ରବାର ରାତିରେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି।
ସେ କଲ୍ୟାଣସିଂହପୁରରୁ ରାୟଗଡା ଅଭିମୁଖେ ଯିବା ସମୟରେ ରାମପୁର ବୁଲାଣି ଠାରେ ତାଙ୍କ କାର ଦୁର୍ଘଟଣା ଘଟିଥିଲା। ସେଥିରେ ସେ ପ୍ରାଣ ହରାଇଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Share