ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଥିବା ଜଣାପଡିଛି । ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ ।

ସଦର ଥାନା ଚାଟରା ସ୍ଥିତ ଘର ସମେତ ୫ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ତେବେ ରେଞ୍ଜରଙ୍କ ଠାରୁ କେତେ ଟଙ୍କାର ସମ୍ପତ୍ତି ଆଦାୟ ହେଲା ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ । ରେଡ୍ ଶେଷ ହେବା ପରେ ସମ୍ପତ୍ତିର ମୂଲ୍ୟ ସାମ୍ନାକୁ ଆସିବ । କିନ୍ତୁ ଖବର ଅନୁସାରେ, ରେଡ୍ ସମୟରେ ପୁଳାପୁଳା ସୁନା ସାଙ୍ଗକୁ ବିପୁଳ ଟଙ୍କା ଜବତ କରାଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

ଗୁରୁବାର ଅନେକ ଟଙ୍କା ରୋଜଗାର କରିବେ ଏହି ୩ ରାଶିର ବ୍ୟକ୍ତି! କ୍ୟାରିୟରରେ ମିଳିବ….

ଗୁରୁବାର ଦିନଟି ଅନେକ ରାଶି ପାଇଁ ଏକ ବିଶେଷ ଦିନ ହେବ । ତଥାପି, ତିନୋଟି ରାଶିର ବ୍ୟକ୍ତି, ଯେଉଁମାନେ ଏହି ଦିନ ବହୁତ ଲାଭବାନ ହେବେ।…

ରାଷ୍ଟ୍ରପତିଙ୍କ ଘର ଆଗରେ ପିଲାଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନାଁ କ’ଣ ପଚାରିଲେ ମୋହନ ମାଝୀ, ଏହି ଘର କାହାର କହି…

ଭୁବନେଶ୍ୱର,୪ା୨: ରାଷ୍ଟ୍ରପତିଙ୍କ ଘର ଆଗରେ ବୁଧବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ରାଷ୍ଟ୍ରପତିଙ୍କ ଘର ସାମ୍ନାରେ ଛିଡ଼ା ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରପତିଙ୍କୁ…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri