ବନ କର୍ମଚାରୀ-କାଠମାଫିଆ ମୁଁହାମୁହିଁ: ୩ ଆହତ

ପାଟଣା, ୨୪।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାଠ ସାହାରପଡ଼ା ସେକ୍‌ଶନ ଦୁବେଇ ପେଣ୍ଠ ନିକଟରେ ବୁଧବାର ସକାଳୁ ବନ ବିଭାଗ ଚୋରା କାଠଭର୍ତ୍ତି ଏକ ପିକ୍‌ଅପ୍‌ ଭ୍ୟାନ୍‌ ଜବତ କରିଛି । ଏହି ସମୟରେ କାଠମାଫିଆଙ୍କ ଆକ୍ରମଣରେ ବନ କର୍ମଚାରୀ ଗୁରୁତର ହୋଇଛନ୍ତି। ଘଟଣାସ୍ଥଳରେ ବନ କର୍ମଚାରୀ ଓ କାଠମାଫିଆ ମୁହାଁମୁହିଁ ହୋଇଛନ୍ତି। ମାଫିଆଙ୍କ ଆକ୍ରମଣ ଏବଂ ଟେକା ପଥର ମାଡ଼ରେ ଫରେଷ୍ଟର ଚିତ୍ତରଞ୍ଜନ ପରିଡା ଏବଂ ୨ ପାରା ଷ୍ଟାଫ ଆହତ ହୋଇଥିବା ରେଞ୍ଜର ଘାସିନାଥ ପାତ୍ର ସୂଚନା ଦେଇଛନ୍ତି। ଘଟଣାସ୍ଥଳରୁ ମାଫିଆ ଫେରାର ହୋଇଯାଇଛନ୍ତି। କାଠଭର୍ତ୍ତି ପିକ୍‌ଅପ୍‌କୁ ବନ ବିଭାଗ ଜବତ କରିଛି। ଜବତ କାଠଗୁଡିକର ଆନୁମାନିକ ମୂଲ୍ୟ ୧ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ହେବ ବୋଲି ପାଟଣା ରେଞ୍ଜର ଘାସିନାଥ ପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଚାଳକଙ୍କୁ ତହସିଲଦାରଙ୍କ ମାଡ଼ ଅଭିଯୋଗ

ଧର୍ମଶାଳା/ଚଢ଼େଇଧରା/ଜେନାପୁର,୨୯ା୧୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଚଢ଼େଇଧରା ଉପରଛକଠାରେ ରବିବାର କଳାପଥର ପରିବହନକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। କଳାପଥର ବୋଝେଇ ଗାଡ଼ି...

ନାଳରେ ଭାସିଗଲେ ୨ ଯୁବକ

ଦିଗପହଣ୍ଡି,୨୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାଙ୍ଗରଡ଼ା ଗ୍ରାମ ପାଶର୍‌ବ ଦେଇ ଯାଇଥିବା ରାଉତରାୟ ନାଳକୁ ମଙ୍ଗଳବାର ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା...

ପ୍ରଥମପତ୍ନୀଙ୍କୁ ନିର୍ଯାତନା ଦେଇ ଦ୍ୱିତୀୟ ବିବାହ: ନ୍ୟାୟ ପାଇଁ ଘର ଆଗରେ ଧାରଣା

ପାରାଦୀପ,୯ା୩(ସ୍ବ.ପ୍ର.): ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ବାଲିଡିଆ ଗ୍ରାମରେ ସୋମବାର ଜଣେ ମହିଳା ନିଜର ହକ୍‌ ପାଇଁ ସ୍ବାମୀଙ୍କ ଘର ଆଗରେ ଧାରଣା ଦେଇଥିଲେ। ଅପରାହ୍ନରେ...

କଡ଼ା ସୁରକ୍ଷାରେ ମାଟ୍ରିକ ପରୀକ୍ଷା: କାମାକ୍ଷାନଗରର ୧୧ଟି ବିଦ୍ୟାଳୟରେ ୧୪୪ ଧାରା ଜାରି

କାମାକ୍ଷାନଗର,୨୪।୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ସୋମବାର ମାଟ୍ରିକ ପରୀକ୍ଷା ସୁରକ୍ଷା ଦୃଷ୍ଟିରୁ ୧୧ଟି ବିଦ୍ୟାଳୟରେ ୧୪୪ ଧାରା ଜାରି କରାଯାଇଛି। ସେଗୁଡିକ ହେଲା କାମାକ୍ଷାନଗର...

ସିଲ୍‌ଭର ସିଟି ବୋଟ୍‌ କ୍ଲବ ଲୋକାର୍ପିତ

କଟକ ଅଫିସ,୧୫ା୪: କଟକ ମାତାମଠସ୍ଥିତ ସିଲ୍‌ଭର ସିଟି ବୋଟ୍‌ କ୍ଲବ ବୁଧବାର ଲୋକାର୍ପିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ପ୍ଲାଟ୍‌ଫର୍ମରେ ଲୋକାର୍ପଣ କରି...

ଫସି ରହିଛନ୍ତି ବାହାର ରାଜ୍ୟ, ଜିଲାର ଶତାଧିକ ଶ୍ରମିକ ସରିଗଲାଣି ଉପାର୍ଜିତ ଅର୍ଥ, ଖାଦ୍ୟ ପାଇଁ ନିବେଦନ

ଚଣ୍ଡିଖୋଲ,୧୧।୪(ଡି.ଏନ.ଏ)- ଯାଜପୁର ଜିଲା ବଡଚଣା ବ୍ଲକ ବଡବାଲିକୁଦା ପଞ୍ଚାୟତରେ ରାଜ୍ୟ ଓ ରାଜ୍ୟ ବାହାରର ଶ୍ରମିକ ଲକଡାଉନ ପାଇଁ ଫସି ରହିଛନ୍ତି। କରୋନା ପାଇଁ ଲକଡାଉନ...

ଆଜି ମହାଲକ୍ଷ୍ମୀ ପାଳିବେ ଋଷିପଞ୍ଚମୀ ବ୍ରତ

ପୁରୀ ଅଫିସ, ୧ା୯:ଶ୍ରୀମନ୍ଦିରରେ ଗୁରୁବାର ଋଷି ପଞ୍ଚମୀ ନୀତି ଅନୁଷ୍ଠିତ ହେବ। ଶ୍ରୀଦେବୀ (ମହାଲକ୍ଷ୍ମୀ) ମାର୍କଣ୍ଡେୟ ଋଷିଙ୍କ ଆଶ୍ରମକୁ ଯାଇ ଋଷିପଞ୍ଚମୀ ବ୍ରତ ପାଳନ କରିବେ।...

ବ୍ରହ୍ମବରଦା ‘କଣ୍ଟେନମେଣ୍ଟ ଜୋନ’ ଘୋଷିତ

ଯାଜପୁର ଅଫିସ/ଯାଜପୁର ଟାଉନ,୬ା୪(ଡି.ଏନ.ଏ.) ଯାଜପୁର ଜିଲାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରସୁଲପୁର ବ୍ଲକର ବ୍ରହ୍ମବରଦା ଗ୍ରାମ ଏବଂ ଏହାର ୩ କି.ମି. ପରିଧି ଅଞ୍ଚଳକୁ...

Advertisement
Archives

Model This Week