ସାଇକେଲରେ ଡ୍ୟୁଟି କଲେ ବନ କର୍ମଚାରୀ, ପରିବେଶ ସୁରକ୍ଷା ସହ…

ଭଞ୍ଜନଗର,୮ା୬(ବାବୁଲା ପ୍ରଧାନ): ବିଶ୍ୱ ସାଇକେଲ ଦିବସ ଅବସରରେ ରବିବାର ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସମସ୍ତ ରେଞ୍ଜରେ ବନପାଳ, ବନରକ୍ଷୀ, ସ୍କ୍ବାଡ୍‌ କର୍ମଚାରୀମାନେ ସାଇକେଲରେ ଜଙ୍ଗଲକୁ ଯାଇ ଡ୍ୟୁଟି କରିଥିଲେ। ଏଥିସହ ପ୍ଲାକାର୍ଡ ଧରି ଜଙ୍ଗଲ ସୁରକ୍ଷା, ପ୍ଲାଷ୍ଟିକ୍‌ ବର୍ଜନ ପ୍ରମୁଖ ବିଷୟରେ ସଚେତନ କରାଇଥିଲେ। ଏଥିସହ ଆଗାମୀ ଦିନରେ ସାଇକେଲରେ ମଧ୍ୟ ଡ୍ୟୁଟି କରିବା ପାଇଁ କର୍ମଚାରୀଙ୍କୁ ଉତ୍ସାହିତ କରାଯାଇଥିଲା। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ କ୍ରମେ ସାଇକେଲ ରାଲି ହୋଇଥିଲା। ସାଇକେଲ ଚଳାଇବା ଦ୍ୱାରା ଶାରୀରିକ ସୁସ୍ଥ ରହିବା ସହ ପରିବେଶ ମଧ୍ୟ ସୁରକ୍ଷିତ ରହିବ। ତୈଳ ସଙ୍କଟ ମଧ୍ୟ କମିବ। ତେଣୁ ସାଇକେଲ ଚଳାଇବା ଉପରେ ଗୁରୁତ୍ୱ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓପିଏସସି ପରୀକ୍ଷାରେ ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିଲେ ପରୀକ୍ଷାର୍ଥୀ; ପ୍ୟାଣ୍ଟରେ ଫୋନ, କାନରେ ଇୟରବଡ ଲଗାଇ…

କଟକ,୮ା୬(ପ୍ରଭୁ କଲ୍ୟାଣ ପାଲ୍): ଓପିଏସସି ପରୀକ୍ଷାରେ କପି କରିବାର ନିଆରା ଅନ୍ଦାଜ ।ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ । ଫିଲ୍ମ ଷ୍ଟାଇଲ୍‌ରେ କପି…

ଆଗକୁ ପଞ୍ଚାୟତ ନିର୍ବାଚନ: ଏବେଠୁ ଅଣ୍ଟାଭିଡ଼ିଲାଣି ଭାଜପା ଯୁବମୋର୍ଚ୍ଚା

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ସୋମବାର ସରାପଶି ଲକ୍ଷ୍ମୀ ମଣ୍ଡପ ପରିସରରେ ଭାଜପା ପାଟଣା ମଣ୍ଡଳ ଯୁବମୋର୍ଚ୍ଚାର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର

ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ…

କନ୍‌ଷ୍ଟେବଲ ପୋଡ଼ିହେବା ଘଟଣାର ନୂଆଁମୋଡ଼

ବ୍ରହ୍ମପୁର,୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ସୁନ୍ଦରନଗର ପୋଲିସ କଲୋନିରେ କନ୍‌ଷ୍ଟେବଲ ଆଶୁତୋଷ ମୃଦଙ୍ଗିଆ ପୋଡ଼ି ହେବା ଘଟଣାରେ ତାଙ୍କ କନ୍‌ଷ୍ଟେବଲ ସ୍ତ୍ରୀ…

ଅଷ୍ଟମ ଦିନରେ ପହଞ୍ଚିଲା ଡଭା ସୋସାଇଟି ଚାଷୀଙ୍କ ଆମରଣ ଅନଶନ, ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ୪….

ଝାରବନ୍ଧ,୮ା୬(ଦେବେନ୍ଦ୍ର ସାହୁ ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଚାଷୀଙ୍କ ଆମରଣ ଅନଶନ ଜାରି ରହିଛି । ଟୋକନ…

ହଷ୍ଟେଲରୁ ପୁରୁଷ ବନ୍ଧୁ ବାହାରକୁ ଡାକି ନେଇ ହୋଟେଲରେ କଲେ ବଳତ୍କାର : ବାନ୍ଧିଲା ପୋଲିସ…

ଭୁବନେଶ୍ୱର, ୮।୬: ରାଜଧାନୀ ଭୁବନେଶ୍ୱରର ଧଉଳି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳତ୍କାର  କରାଯାଇଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ…

ମହିଳାଙ୍କ ଆକସ୍ମିକ ମୃତ୍ୟୁ, ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଜଳିଲା ଜୁଇ

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧଖଣ୍ଡି ଗ୍ରାମର ସଚଳା ରାଉତ(୩୫)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୋମବାର ସକାଳେ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!

ସାଲେପୁର,୮ା୬(ଅରବିନ୍ଦ ଭୂୟାଁ): ସମ୍ପତ୍ତି ଲୋଭରେ ଛୋଟ ଶିଶୁପୁତ୍ରକୁ ବିଷ ଖୁଆଇ ମାରିବାକୁ ଉଦ୍ୟମ କରାଯାଇଛି । କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri