ମାଡ଼ ଖାଇ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ବନ କର୍ମଚାରୀ

ଅନୁଗୋଳ,୨୦।୯: ହାତୀ ଘଉଡାଇବାକୁ ଯାଇଥିବା ବେଳେ ଗ୍ରାମବାସୀଙ୍କ ମାଡ଼ରେ ଜଣେ ବନ କର୍ମଚାରୀ ଗୁରୁତର ଆହତ ହୋଇଥିବା ବେଳେ ଆଉ ୨ଜଣ କର୍ମଚାରୀ ଆହତ ହୋଇଛନ୍ତି। ଗୁରୁତର ବନ କର୍ମଚାରୀ ସୁକାନ୍ତ ସାହୁଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଅନୁଗୋଳ ରେଞ୍ଜ ଫୁଲପଡ଼ା ଅଞ୍ଚଳରେ ହାତୀ ବୁଳୁଥିବା ବନ ବିଭାଗକୁ ଖବର ମିଳିଥିବା। ଖବର ପାଇ ବନ ବିଭାଗର ଜଣ କର୍ମଚାରୀ ଏକ ଗାଡିରେ ହାତୀ ଘଉଡାଇବା ଲାଗି ଫୁଲପଡା ଅଞ୍ଚଳରେ ପହଞ୍ଚି ଥିଲେ। ସେତିକିବେଳେ ହଠାତ ଜଣେ ବ୍ୟକ୍ତି ବନକର୍ମଚାରୀଙ୍କୁ ଅତର୍କିତ ଆକ୍ରମଣ କରିଥିଲେ ।

୬ ଜଣ ବନ କର୍ମଚାରୀଙ୍କ ମଧ୍ୟରୁ ୩ଜଣ ମାଡ ଭୟରେ ଫେରି ଆସିଥିବା ବେଳେ ଅନ୍ୟ ୩ଜଣକୁ ଧରି ନିର୍ଘାତ ମାଡ଼ ମାରିଥିଲେ ସମ୍ପୃକ୍ତ ବ୍ୟକ୍ତି ଜଣକ। ମାଡ଼ରେ ଜଣେ କର୍ମଚାରୀ ଗୁରୁତର ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ଖବର ପାଇ ରେଞ୍ଜର ହରମୋହନ ନାୟକ ଏବଂ ତାଙ୍କ ଟିମ୍‌ ପହଞ୍ଚି ସୁକାନ୍ତ ଏବଂ ଅନ୍ୟ ଦୁଇ ଆହତଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ଘଟଣାକୁ ଅନୁଗୋଳ ବନ ବିଭାଗ ଗୁରୁତର ସହ ନେଇ ତଦନ୍ତ ଆରମ୍ଭ କରିଛି। ଖୁବ୍‌ ଶୀର୍ଘ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ…

ପେଟାପାଙ୍ଗା ଗ୍ରାମ ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣ: ୨ ମୃତ

ରାଇକିଆ/ଜି.ଉଦୟଗିରି,୧୩/୦୩(ପ୍ରଦୀପ ବେହେରା/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପାଙ୍ଗା ଗ୍ରାମ ଡ. ପାହାଡ଼ର ଗୁମିକିଆ ଜଙ୍ଗଲରେ ହାତୀ ଆକ୍ରମଣରେ ଦୁଇ ଜଣ ଗ୍ରାମବାସୀ…

ଗୁରୁତର ପୁଅ ଆମ୍ବୁଲାନ୍ସରେ, ବାପା ଥାନାରେ: ଭଞ୍ଜନଗର ମେଡିକାଲରେ ଡାକ୍ତରଙ୍କ ‘ଗୁଣ୍ଡାରାଜ’, ଦିବ୍ୟାଙ୍ଗ ମହିଳାଙ୍କୁ ବି…

ଭଞ୍ଜନଗର, ୧୩।୩ (ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରୁ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ରୋଗୀଙ୍କୁ ସେବା ଯୋଗାଇବା ପରିବର୍ତ୍ତେ ଜଣେ…

ବରଗଡ଼ରେ ପ୍ରଶାସନର ଅତର୍କିତ ଚଢ଼ାଉ: ୧୭ ତମାଖୁ ବ୍ୟବସାୟୀଙ୍କୁ ଜରିମାନା, ହୋଟେଲ ଓ ଔଷଧ ଦୋକାନୀଙ୍କୁ …

ବରଗଡ଼, ୧୩।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଶୁକ୍ରବାର ପ୍ରଶାସନିକ ସ୍କ୍ବାର୍ଡ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇଛି। ତମାଖୁ ନିୟନ୍ତ୍ରଣ…

ବାପାମା’ ନ ଥିବା ବେଳେ କରୁଥିଲେ ବଳାତ୍କାର, ନାବାଳିକା ଗର୍ଭବତୀ ହେବା ପରେ ଫେରାର;  ୪୬ ବର୍ଷୀୟ ତାରିଣୀଙ୍କୁ…

ମୋହନା, ୧୩।୩ (ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ୧୩ ବର୍ଷୀୟ ନାବାଳିକାକୁ ବଳାତ୍କାର କରାଯାଇଥିବା ଭଳି ଏକ ଅତ୍ୟନ୍ତ ଘୃଣ୍ୟ ଘଟଣା…

ହାଟକୁ ବାଇଗଣ ବିକିବାକୁ ଯାଉଥିଲେ, ବାଟରେ ଛକିଥିଲା ଯମ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା…

ବଲାଙ୍ଗୀର, ୧୩।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୁଷୁରାଗୁଡ଼ଭେଲା ମୁଖ୍ୟ ରାସ୍ତାର ଡୁଙ୍ଗୁରିପାଲି ନିକଟରେ…

IPL ୨୦୨୬ରୁ ବାଦ୍‌ ପଡ଼ିଲେ ହର୍ଷିତ ରାଣା, ତଥାପି ମିଳିବ ୪ କୋଟି; କାରଣ ଜାଣିଲେ… 

ନୂଆଦିଲ୍ଲୀ,୧୩।୩: ଆଇପିଏଲ୍‌ ୨୦୨୬ ଆରମ୍ଭ ହେବା ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (KKR)କୁ ଶକ୍ତ ଧକ୍କା ଲାଗିଛି। ଦଳର ତାରକା ଦ୍ରୁତ ବୋଲର ହର୍ଷିତ ରାଣା ଆହତ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩:  କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri