ସରକାରୀ ପାଣ୍ଠି ଆତ୍ମସାତ କରି ବନ୍ଧା ହେଲେ ଫରେଷ୍ଟର, ଗାଁ ସାଥି

କୋରାପୁଟ, ୨୫।୧୧: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର, ଗାଁ ସାଥି। ଚରଣ ଜମିରୁ ଚାଷ ଜମିକୁ ଗୃହପାଳିତ ପଶୁ ବା ବାହ୍ୟ ଜୀବଙ୍କ ପ୍ରବେଶ ରୋକିବାକୁ ସରକାରଙ୍କ ପକ୍ଷରୁ କରାଯାଉଥିବା ତାରବାଡ଼ ଏବଂ ଖାତ ନିର୍ମାଣରେ ୧୦ ଲକ୍ଷରୁ ଉର୍ଦ୍ଧ ଟଙ୍କାର ବ୍ୟାପକ ଦୁର୍ନୀତି ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି।

ଅଭିଯୁକ୍ତ ବଗଡେରି ସେକ୍ସନ କୁନ୍ଦ୍ରା ଫରେଷ୍ଟ ରେଞ୍ଜ ଅଫିସର ରମେଶ ଚନ୍ଦ୍ର ଭତ୍ରା ଏବଂ ଗାଁ ସାଥି ମହେନ୍ଦ୍ର ଖରାଙ୍କୁ ଗିରଫ କରି ଜୟପୁରର ସ୍ପେସିଆଲ ଭିଜିଲାନ୍ସ କୋର୍ଟକୁ ଫରୱାର୍ଡ କରାଯାଇଛି। ଏହି ସଂପର୍କରେ ଭିଜିଲାନ୍ସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri