ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।

ଘଟଣା ଅନୁଯାୟୀ, ବାନ୍ଧାହାଲ ସେକ୍ସନର ଫରେଷ୍ଟର ଜଣେ ବ୍ୟକ୍ତିଙ୍କଠାରୁ ଶୁଖିଲା ଇଉକାଲ୍‌ ପଟାସ ଗଛ କାଟିବା ଓ ପରିବହନ ପାଇଁ ଲାଞ୍ଚ ମାଗିଥିଲେ। ଉକ୍ତ ବ୍ୟକ୍ତି ଆଗରୁ ଭିଜିଲାନ୍ସକୁ ସୂଚନା ଦେଇ ସାରି ଶୁକ୍ରବାର ଫରେଷ୍ଟର ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟ ପରିସରରେ ୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ମାଡ଼ିବସିଥିଲା। ଫଳରେ ସାହୁ ଫେରାର ମାରିବା ପାଇଁ ଚେଷ୍ଟା କରୁଥିବା ବେଳେ ଭିଜିଲାନ୍ସ ସାହୁଙ୍କୁ କାବୁ କରି ନେଇଥିଲେ। ଏହା ସହିତ ରାଉରକେଲାଠାରୁ ଆସିଥିବା ଭିଜିଲାନ୍ସ ଟିମ୍‌ କେସ୍‌ ନମ୍ବର ୧୩/୨୫ ରେ ଏକ ମାମଲା ରୁଜୁ କରି ଫରେଷ୍ଟର ଗୌରାଙ୍ଗ ସାହୁଙ୍କୁ ଗିରଫ କରି ଭିଜିଲାନ୍ସ କୋର୍ଟକୁ ଚାଲାଣ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri