ଟ୍ରେନିଂକୁ ଯାଉଥିଲେ ଫରେଷ୍ଟର, ବାଟରେ ଚାଲିଗଲା ଜୀବନ

ନବରଙ୍ଗପୁର,୫ା୧୧(ସଦାଶିବ ପ୍ରହରାଜ): କାର୍‌ ଓ ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଫରେଷ୍ଟର ଗୁରୁତର ହୋଇଛନ୍ତି। ଅନ୍ୟପଟେ ପିକ୍‌ଅପ୍‌ ଡ୍ରାଇଭର ମଧ୍ୟ ଗୁରୁତର ରହିଛନ୍ତି। ଗୁରୁତର ୩ ଜଣଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା ପରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଛକ ନିକଟ ଭାରତମାଳା ରାସ୍ତାରେ ୩ ଜଣ ଫରେଷ୍ଟର ନିଜର ଟ୍ରେନିଂ ପାଇଁ ଜି.ଉଦୟଗିରି ଯାଉଥିବା ବେଳେ ରାସ୍ତାରେ ପିକ୍‌ଅପ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ମୃତ ଫରେଷ୍ଟର ଜଣକ ନବରଙ୍ଗପୁର ଜିଲା ଝରିଗାଁ ରେଞ୍ଜର ଗୁପ୍ତ ପ୍ରସାଦ ମହାନ୍ତ। ଗୁରୁତର ଫରେଷ୍ଟରମାନେ ହେଲେ ଉମରକୋଟ ରେଞ୍ଜର ଫରେଷ୍ଟର କାମାକ୍ଷ ପ୍ରସାଦ ସ୍ବାଇଁ ଓ ଝରିଗାଁ ଫରେଷ୍ଟର ତନୁଜ କୁମାର ପରିଛା। ସ୍ଥାନୀୟ ଲୋକେ ଓ ପାପଡ଼ାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଆହତମାନଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri