ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ
ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା ଖବର ମିଳିଥିଲା। ନିଶାସକ୍ତ ଅବସ୍ଥାରେ ଲୋକଙ୍କ ଉପରକୁ କାର୍ ଚଢ଼ାଇବା ଅଭିଯୋଗ ହୋଇଛି। ଏହି ଖବର ପାଇବା ପରେ ଟାଉନ ଥାନା ପୋଲିସ ତାଙ୍କୁ ଅଟକ ରଖି ତାଙ୍କ କାର୍‌କୁ ଜବତ କରିଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ…

ବଲାଙ୍ଗୀରରେ ଚାଞ୍ଚଲ୍ୟ, ମହିଳାଙ୍କୁ ଛୁରି ଭୁସିବା ପରେ ନିସ୍ତୁକ ମାଡ଼ରେ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

ବେଲପଡ଼ା/ବଲାଙ୍ଗୀର,୧୫।୭(ମନୋଜ କୁମାର ମିଶ୍ର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଅଞ୍ଚଳରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ଯୁବକ ପ୍ରଥମେ ଜଣେ…

ଏଥାନଲ୍ ମିଶ୍ରିତ ପେଟ୍ରୋଲ ପସନ୍ଦ ନୁହେଁ ତ ଅଧିକ ଟଙ୍କା ଦିଅ, ଶୁଦ୍ଧ ପେଟ୍ରୋଲ କିଣ: ନିତିନ ଗଡ଼କରୀ

ନୂଆଦିଲ୍ଲୀ,୧୫।୭: ଏଥାନଲ ମିଶ୍ରିତ ପେଟ୍ରୋଲ (E୨୦) କୁ ନେଇ ଚାଲିଥିବା ବିବାଦ ଓ ଆଶଙ୍କା ଉପରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀ…

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri