Posted inରାଜ୍ୟ

‘ଟିକା ନ ନେଲେ ଭୁଲିଯାଅ ଦରମା ’

କଟକ, ୫ା୨- ପଞ୍ଜୀକରଣ କରି ଟିକା ନ ନେଲେ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଦରମା ମିଳିବ ନାହିଁ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ। ରାଜ୍ୟରେ ଟିକାକରଣରେ ପଛରେ ରହିଛି କଟକ ଜିଲା। ଏଣୁ ଜିଲାରେ ଟିକାକରଣ ହାର ବଢ଼ାଇବା ଲାଗି ଜିଲାପାଳ ଏଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏପରି କି ଏ ସଂକ୍ରାନ୍ତରେ ଜିଲାପାଳ କଟକ ମ୍ୟୁନିସିପାଲ କମିଶନର, ଏସ୍‌ସିବି ମେଡିକାଲ କର୍ତ୍ତୃପକ୍ଷ ଓ ସିଡିଏମ୍‌ଓଙ୍କୁ ଚିଠି ଲେଖିଛନ୍ତି।

ଡିଜିଟାଲ ରେଜିଷ୍ଟ୍ରେଶନ କରି ଅଧିକାଂଶ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନବାଡ଼ି କର୍ମୀ ଟିକା ନେଉ ନ ଥିବା ଜଣାପଡ଼ିଛି। ୧୦ ତାରିଖ ସୁଦ୍ଧା ଟିକା ନ ନେଇଥିବା ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନବାଡ଼ି କର୍ମୀ ଦରମା ଉଠାଇ ପାରିବେ ନାହିଁ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲୁଛି ବାଘ

ଭବାନୀପାଟଣା,୧୪।୮(ସ୍ବ.ପ୍ର.): କଳାହାଣ୍ଡିରେ ବାଘ ଭୟ। ଜିଲାର ସିଙ୍ଗାରି ସଂରକ୍ଷିତ ଜଙ୍ଗଲ ଏବଂ ଦେବଗିରି ସଂରକ୍ଷିତ ଜଙ୍ଗଲରେ ବାଘ ବୁଲୁଥିବା ଜଣାପଡିବା ପରେ ଆଖପାଖ ଗ୍ରାମବାସୀ ଭୟଭୀତ...

ପୂର୍ବତନ ଜିଲାପାଳଙ୍କ ଘରୁ ନାବାଳିକା ଉଦ୍ଧାର

ଭୁବନେଶ୍ୱର,୧୪।୬ : ନୟାପଲ୍ଲୀ ଆଇଆର୍‌ସି ଭିଲେଜସ୍ଥିତ ଜଣେ ଅବରସରପ୍ରାପ୍ତ ଜିଲାପାଳଙ୍କ ଘରୁ ସୋମବାର ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କରାଯାଇଛି। ଉକ୍ତ ନାବାଳିକାଙ୍କୁ ପ୍ରାୟ...

ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ର ଲହୁଲୁହାଣ

ନରସିଂହପୁର,୧୧ା୭ (ସ୍ବ.ପ୍ର.): ରାଜ୍ୟ ସରକାର ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳଭାବେ ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କେତେଜଣ ଶିକ୍ଷକ ନିୟମ ଉଲ୍ଲଂଘନ କରି ପିଲାଙ୍କୁ ମାଡ଼ ମାରୁଛନ୍ତି। କଟକ...

ମାଟ୍ରିକ ପରୀକ୍ଷା ଫଳ: ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଝିଅଙ୍କ ପାସ୍‌ ହାର...

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବତୀ, ଚାଲିଗଲା ଜୀବନ

ଖୋର୍ଦ୍ଧା ଅଫିସ,୧ା୧୨: ଖୋର୍ଦ୍ଧା ତାପଙ୍ଗ ଷ୍ଟେଶନରେ ଗୁରୁବାର ଏକ ଦୁଃଖଦ ଘଟଣା ଘଟିଛି। ଷ୍ଟେଶନରେ ଠିଆ ହୋଇଥିବା ଏକ ମାଲ୍‌ବାହୀ ଟ୍ରେନ୍‌ ଉପରେ ଚଢ଼ି ଜଣେ...

ମଦଭାଟିରେ ହାତୀ ଉପଦ୍ରବ : ଯୁବକଙ୍କ ଜୀବନ ଗଲା

ବାରିପଦା ଅଫିସ,୬ା୬: ବାରିପଦା ସହର ନିକଟ ମଞ୍ଚାବନ୍ଧାଠାରେ ୧୪ଟିକିଆ ହାତୀପଲଙ୍କ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ଯୁବକ। ଯୁବକ ଜଣଙ୍କ ହେଲେ ବିହାରର ଔରଙ୍ଗାବାଦ ଅଞ୍ଚଳର...

ଭେଣ୍ଟିଲେଟର ଅଭାବରୁ ରୋଗୀ ମରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର ୨୨।୯(ବ୍ୟୁରୋ):ରାଜ୍ୟରେ ଦୈନିକ ପ୍ରାୟ ୪ଶହରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ବାହାରୁଛନ୍ତି। ଦୈନିକ ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ରାଜ୍ୟରେ କେରୋନା ଆକ୍ରାନ୍ତ ମୃତ୍ୟୁ...

ରାଜ୍ୟରେ ଅନୁଭୂତ ହେଲାଣି ଶୀତ, ୧୫ ଡିଗ୍ରୀ ତଳେ ୪ ସହରର ତାପମାତ୍ରା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ରାଜ୍ୟରୁ ମୌସୁମୀ ଫେରିଯାଇଛି। ମୌସୁମୀ ଫେରିଯିବା ପରେ ବିଭିନ୍ନ ସ୍ଥାନରେ ବର୍ତ୍ତମାନ ଶୀତ ଅନୁଭୂତ ହେଲାଣି। ରାଜ୍ୟରେ ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ...

Advertisement
Archives

Model This Week