Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ କଥା ଛାଡ଼ନ୍ତୁ, ଦିଲ୍ଲୀରେ ୨ ଉପ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କଲା ଭାଜପା!

ନୂଆଦିଲ୍ଲୀ,୧୯।୨: ରାଜଧାନୀ ଦିଲ୍ଲୀରେ ଭାଜପା ଏବେ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଫାଇନାଲ କରିନାହିଁ। ଏପଟେ କିନ୍ତୁ ଚର୍ଚ୍ଚା ହେଲାଣି ଏଠି ୨ ଉପ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିପାରେ ଭାଜପା। ଉତ୍ତର ପ୍ରଦେଶ, ରାଜସ୍ଥାନ, ବିହାର ଭଳି ଦଳ ରାଜଧାନୀରେ ବି ୨ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିପାରେ। ଏବେ କୁହାଯାଉଛି କି ପ୍ରବେଶ ବର୍ମାଙ୍କୁ ଦଳ ଉପ ମୁଖ୍ୟମନ୍ତ୍ରୀ କରିପାରେ।
ସୂଚନାଯୋଗ୍ୟ, ଦିଲ୍ଲୀରେ ବିଧାନସଭା ନିର୍ବାଚନରେ ଭାଜପା ବିପୁଳ ସଂଖ୍ୟାଗରିଷ୍ଠତା ସହିତ ବିଜୟୀ ହୋଇଛି। ୨୭ ବର୍ଷ ପରେ ଦଳ ଦିଲ୍ଲୀରେ ସରକାର ଗଠନ କରିବାକୁ ଯାଉଛି। ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ୨୦ ଫେବୃଆରୀରେ ଅନୁଷ୍ଠିତ ହେବାକୁ ଯାଉଛି। ତଥାପି, ଏହାର ସମୟ ପୁଣି ଥରେ ପରିବର୍ତ୍ତନ କରାଯାଇଛି। ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଏବେ ସକାଳ ୧୧ଟା ପରିବର୍ତ୍ତେ ଦିନ ୧୨.୦୫ ରେ ଆରମ୍ଭ ହେବ।
ସୂଚନା ଅନୁସାରେ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବର ସମୟ ଦ୍ୱିତୀୟ ଥର ପାଇଁ ପରିବର୍ତ୍ତନ କରାଯାଇଛି। ପ୍ରାରମ୍ଭରେ, ଶପଥ ଗ୍ରହଣ ଉତ୍ସବ ପାଇଁ ଅପରାହ୍ନ ୪.୩୦ ସମୟକୁ ବାଛି ଦିଆଯାଇଥିଲା। କିନ୍ତୁ ସୋମବାର ଏହାକୁ ସକାଳ ୧୧ଟାକୁ ପରିବର୍ତ୍ତନ କରାଯାଇଥିଲା। ଏବେ ସମୟ ପୁଣି ବଦଳି ଯାଇଛି। ସର୍ବଶେଷ ଅପଡେଟ ଅନୁଯାୟୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଦିନ ୧୨.୦୫ ସମୟରେ ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri