ଭୁଲିଗଲେ ଓଡ଼ିଆ ଅସ୍ମିତା, ବେଙ୍ଗଲୀ ଭାଷାରେ ଆରୋପ ପ୍ରତ୍ୟାରୋପ କଲେ ଶାସକ ବିରୋଧୀ ବିଧାୟକ 

ଭୁବନେଶ୍ୱର,୨୮ା୧୧: ଓଡ଼ିଶା ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏକ ଅଭିନବ ତଥା ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି, ଯେତେବେଳେ ବିଧାୟକମାନେ ଓଡ଼ିଆ ଭାଷା ପରିବର୍ତ୍ତେ ବଙ୍ଗାଳି ଭାଷାରେ ଯୁକ୍ତିତର୍କରେ ମାତିଥିଲେ। ଏହି ଘଟଣାକୁ ଦେଖି ସାଧାରଣରେ ‘ଓଡ଼ିଆ ଅସ୍ମିତା’ କଥା ମନେପଡିଛି।

ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଡ୍ରପ୍-ଆଉଟ୍ ସମ୍ବନ୍ଧୀୟ ଆଲୋଚନା ସମୟରେ ଏହି ଘଟଣା ଘଟିଥିଲା। ବିରୋଧୀ ଦଳର ବରିଷ୍ଠ ବିଧାୟକ ରଣେନ୍ଦ୍ର ସ୍ୱାଇଁ ବଙ୍ଗାଳି ଭାଷାରେ ଏକ ଢଗ କହି ସରକାରଙ୍କୁ ପ୍ରଶ୍ନ କରିଥିଲେ। “ଯଦି ହିସାବ କିତାବ ଠିକ ଅଛେ, ଛେଲେ ଡୁବଛେ କେନ’” (ଯଦି ହିସାବ ଠିକ୍ ଅଛି, ତେବେ ପିଲା କାହିଁକି ବୁଡ଼ୁଛନ୍ତି?)

ରଣେନ୍ଦ୍ର ସ୍ୱାଇଁଙ୍କ ବଙ୍ଗାଳିରେ କଟାକ୍ଷ ପରେ, ଶାସକ ଦଳ ବିଧାୟକ ସିଦ୍ଧାନ୍ତ ମହାପାତ୍ର ମଧ୍ୟ ବଙ୍ଗାଳି ଭାଷାରେ ହିଁ ପାଲଟା ଜବାବ ଦେଇଥିଲେ।

ଓଡ଼ିଶାର ଗୌରବ ଓ ସ୍ୱାଭିମାନର ପ୍ରତୀକ ଏହି ବିଧାନସଭା ଗୃହରେ ଓଡ଼ିଆ ପରିବର୍ତ୍ତେ ବଙ୍ଗାଳି ଭାଷାରେ ଆରୋପ ପ୍ରତ୍ୟାରୋପ ହେବା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଘର ଆଗରେ ମା’-ଝିଅଙ୍କୁ ଅସଦାଚରଣ, ଥାନାରେ ଏତଲା ଦେବା ପରେ…

ଦିଗପହଣ୍ଡି,୬ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଅଧୀନ ଏକ ଗାଁରେ ଜଣେ ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ ଗ୍ରାମର ଏ.ଶଙ୍କର ପାତ୍ର…

ଜଗା ଦର୍ଶନ ସାରି ଫେରୁଥିଲେ, ଘରକୁ ଧକ୍କା ଦେଲା ବୋଲେରୋ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୬ା୬(ସବିତା ମିଶ୍ର): ଜଗା ଦର୍ଶନ ସାରି ଫେରିବା ବେଳେ ରାସ୍ତାକଡ଼ରେ ଥିବା ଏକ ଘରକୁ ଧକ୍କା ଦେଇଛି ଏକ ବୋଲେରୋ। ଫଳରେ ଏଥିରେ ୮ ଜଣ ଆହତ…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ପୁଳାପୁଳା ସମ୍ପତ୍ତି ଠାବ

ବାଲିଗୁଡା,୬।୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ…

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ମାନବ

ଚଣ୍ଡିଗଡ,୬।୬:ଭାରତ ବନାମ ଆଫଗାନିସ୍ତାନ ଟେଷ୍ଟ ମ୍ୟାଚ ଆଜିଠାରୁ ଆରମ୍ଭ ହୋଇଛି। ଶୁବମନ ଗିଲ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳ ୮…

ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri