Posted inଜାତୀୟ

ଆରମ୍ଭ ହେଲା ଅମରନାଥ ଯାତ୍ରା, ଅଗଷ୍ଟ ୧୧ରେ ହେବ ଶେଷ

ଜମ୍ମୁ,୩୦ ।୬: ଦୀର୍ଘ ୨ ବର୍ଷର ବ୍ୟବଧାନ ପରେ ପୁଣିଥରେ ଆରମ୍ଭ ହୋଇଛି ପବିତ୍ର ଅମରନାଥ ଯାତ୍ରା । ଗୁରୁବାର ଅର୍ଥାତ୍ ଜୁନ ୩୦ରୁ ଔପଚାରିକ ଭାବେ ଏହି ଯାତ୍ରା ଆରମ୍ଭ ହୋଇଛି । ପହଲଗାମ ବେସ କ୍ୟାମ୍ପରେ ପାଖାପାଖି ୧୦ ହଜାର ଶ୍ରଦ୍ଧାଳୁ ପହଞ୍ଚି ସାରିଛନ୍ତି । ଏଥର ଶ୍ରଦ୍ଧାଳୁଙ୍କ ମଧ୍ୟରେ ଖୁବ୍ ଉତ୍ସାହ ଦେଖିବାକୁ ମିଳିଛି । ଏହି ଯାତ୍ରା ୪୩ ଦିନ ପର୍ଯ୍ୟନ୍ତ ଚାଲିବ । ଜୁନ୍ ୩୦ରୁ ଆରମ୍ଭ ହୋଇଥିବା ଯାତ୍ରା ଅଗଷ୍ଟ ୧୧ରେ ଶେଷ ହେବ । ଏହି ସମୟ ମଧ୍ୟରେ ୭୮ ଲକ୍ଷ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ ବେଲି ଅନୁମାନ କରାଯାଇଛି ।
ପହଲଗାମ ଓ ବାଲଟାଲ ବେସ କ୍ୟାମ୍ପରୁ ପ୍ରତିଦିନ ୧୦-୧୦ ହଜାର ଶ୍ରଦ୍ଧାଳୁ ବାବା ବର୍ଫାନୀଙ୍କ ଦର୍ଶନ ପାଇଁ ଯିବେ । ଏହି ସମୟରେ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନେସ୍ଥାନେ ସୁରକ୍ଷାର୍କମୀଙ୍କୁ ନିୟୋଜିତ କରାଯାଇଛି । ଅଧିକାରୀଙ୍କ ସୂଚନା ମୁତାବକ ପବିତ୍ର ଗୁମ୍ଫାରେ ପ୍ରାକୃତିକ ଭାବେ ସୃଷ୍ଟି ହେଉ୍‌ଥିବା ବରଫ ଶିବଲିଙ୍ଗକୁ ଦର୍ଶନ କରିବାକୁ ଶ୍ରୀ ଅମରନାଥ ସାଇନ ବୋର୍ଡ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ଯୁଦ୍ଧ ମଧ୍ୟରେ ଆଡଭାଇଜରି ଜାରି କଲା DGCA: ଏହି ୯ଟି ଦେଶର ଆକାଶମାର୍ଗରେ ଯାତ୍ରା ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ,୨୦ା୩: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଯୁଦ୍ଧଗ୍ରସ୍ତ ଉପସାଗରୀୟ ଅଞ୍ଚଳରେ ୯ଟି ଦେଶର ଆକାଶମାର୍ଗକୁ ଏଡ଼ାଇବା ପାଇଁ ପରାମର୍ଶ ଦେଇଛି। ଏହି ଅଞ୍ଚଳରେ ଚାଲିଥିବା ସଂଘର୍ଷ…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ବଢିଲା ଭାରତ-ଚାଇନା ସମେତ ଅନେକ ଦେଶର ଟେନସନ, ୫ ବର୍ଷ ପର୍ଯ୍ୟନ୍ତ ଗ୍ୟାସ ସପ୍ଲାଇ ଉପରେ ପଡ଼ିବ ପ୍ରଭାବ

ଦୋହା/ନୂଆଦିଲ୍ଲୀ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ କେବଳ ଇସ୍ରାଏଲ ଏବଂ ଆମେରିକା ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରୁନାହିଁ ବରଂ ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟ ଟାର୍ଗେଟ କରୁଛି।…

ଆଫଗାନିସ୍ତାନକୁ ଯୁଦ୍ଧରେ ସାହାଯ୍ୟ କରୁଛି ଭାରତ! ପାକିସ୍ତାନ ଆଣିଲା ସାଂଘାତିକ ଅଭିଯୋଗ…

ନୂଆଦିଲ୍‌ଲୀ,୨୦।୩: ଆଫଗାନିସ୍ତାନରେ ତାଲିବାନର ସର୍ୱୋଚ୍ଚ ନେତା ହିବାତୁଆଲ୍ଲାହ ଆଖୁନ୍ଦଜାଦା ପାକିସ୍ତାନ ସମ୍ପର୍କରେ ଏକ ଅତ୍ୟନ୍ତ କଠୋର ଏବଂ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି। ଇଦ-ଉଲ-ଫିତର ଅବସରରେ କାନ୍ଦାହାରର ଇଦଗାହରେ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ….

ଭୁବନେଶ୍ବର,୨୦।୩: ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଛି ଯେ, ଚାରିଆଡ଼େ ଧୂଆଁମୟ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri