ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ,୧୮।୪: ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର ଜାମିନ ମଳିଛି। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ତାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ୬୦ ଦିନ ମଧ୍ୟରେ ଭିଜିଲାନ୍ସ ଚାର୍ଜସିଟ ଦାଖଲ ନ କରିପାରିବାର ମିଶ୍ରଙ୍କୁ ଜାମିନ ମିଳିଛି। ତେବେ ପ୍ରମାଣ ନଷ୍ଟ ନ କରିବା ସହ ଭିଜିଲାନ୍ସ କୋର୍ଟ ଅନ୍ୟାନ୍ୟ ସର୍ତ୍ତ ରଖିଛନ୍ତି।

ସୂଚନାଯୋଗ୍ୟ, ଫେବୃଆରୀ ୧୫ ତାରିଖରେ ମିଶ୍ରଙ୍କ ତୁଳସୀପୁର ଅଫିସ ଓ ସରକାରୀ ବାସଭବନ ସମେତ ୧୧ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଥିଲା। ଏଥିରେ ଭିଜିଲାନ୍ସ ତାଙ୍କର ମୋଟ ୧୧ କୋଟି ୨ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ କରିଥିଲା। ସେଥିରୁ ୮ କୋଟି ୬ ଲକ୍ଷ ଆୟ ବହିର୍ଭୂତ ସମ୍ପତ୍ତି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଟ୍ରମ୍ପ-ନେତାନ୍ୟାହୁଙ୍କ ବିରୋଧରେ ଯୁଦ୍ଧ ଘୋଷଣା କଲା ଆଉ ଏକ ଦଳ, ଥରିଲା ବିଶ୍ୱ!

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ୟେମେନର ଇରାନ-ସମର୍ଥିତ ହୁଥି ଗୋଷ୍ଠୀ; ଯାହା ଏପର୍ଯ୍ୟନ୍ତ ପ୍ରାୟତଃ ନୀରବ ରହିଥିଲା ସକ୍ରିୟ ଭାବରେ ସଂଘର୍ଷରେ ପ୍ରବେଶ କରିବାକୁ ପ୍ରସ୍ତୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri