Posted inଜାତୀୟ

ସିଦ୍ଧୁଙ୍କ ଉପରେ ବର୍ଷିଲେ ଆଡଭୋକେଟ ଜେନରାଲ

ଚଣ୍ଡିଗଡ଼,୬ ।୧୧: ପଞ୍ଜାବର ଆଡଭୋକେଟ ଜେନରାଲ ପଦରୁ ନିକଟରେ ଇସ୍ତଫା ଦେଇଥିବା ଏପିଏସ୍ ଦେୱଲ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ଦେୱଲ କହିଛନ୍ତି କି ରାଜନୈତିକ ଫାଇଦା ପାଇଁ ପ୍ରଦେଶ କଂଗ୍ରେସର ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ ମିଛ ତଥ୍ୟ ପଚାର କରୁଛନ୍ତି । ଶନିବାର ଏକ ପ୍ରେସ ନୋଟ୍ ଜାରି କରି ଦେଓଲ କହିଛନ୍ତି, ସିଦ୍ଧୁ ବାରମ୍ବାର ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି । ସେ ବାରମ୍ବାର ନିଶ ଦ୍ରବ୍ୟ ଓ ଧାର୍ମିକ ଗ୍ରନ୍ଥକୁ ନେଇ ବୟାନ ଦେଉଛନ୍ତି । ଯାହା ସରକାରଙ୍କ କାମରେ ବାଧା ଉପୁଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବରଯାତ୍ରୀ ପ୍ରସେଶନ୍‌ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ

ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨…

ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…

ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…

ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri