Advertisement
Posted inଜାତୀୟ

ଦୁର୍ଘଟଣାରେ ଗୁଜରାଟର ପୂର୍ବତନ କୃଷି ମନ୍ତ୍ରୀ ଆହତ

ଗାନ୍ଧୀନଗର,୨୮।୧୦: ଗୁଜରାଟର ଆମରେଲି ସାବରକୁନ୍ଧଲା ରାଜପଥରେ ଶୁକ୍ରବାର ଏକ କାର୍‌ ଏକ ଯାତ୍ରୀବାହୀ ରିକ୍ସା ସହିତ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ କୃଷି ମନ୍ତ୍ରୀ ଭି ଭି ୱାଡାସିଆ ଆହତ ହୋଇଛନ୍ତି। ତାଙ୍କ ବ୍ୟତିତ ଅନ୍ୟ ତିନି ଜଣ ମଧ୍ୟ ଆହତ ହୋଇଛନ୍ତି। ବର୍ତ୍ତମାନ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତିଙ୍କ ସନ୍ଦେହ ଜନକ ମୃତ୍ୟୁ: ରାଜ୍ୟ ସରକାରଙ୍କଠାରୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ ।୭: ଝାଡ଼ଖଣ୍ଡର ଧନବାଦରେ ଜଣେ ବିଚାରପତିଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ସୁପ୍ରିମକୋର୍ଟ ନିଜ ଆଡୁ ନେଇ ବିଚାର କରିବାକୁ ସ୍ଥିର କରିଛନ୍ତି । ମୁଖ୍ୟ...

ଖାର୍ଗେଙ୍କ ଆଗରେ ୫ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୨୦ା୧୦: କଂଗ୍ରେସର ନୂଆ ମଙ୍ଗୁଆଳ ମଲ୍ଲିକାର୍ଜୁନ ଖାର୍ଗେ ୨୦୧୯କୁ ବାଦ୍‌ ଦେଲେ କୌଣସି ନିର୍ବାଚନରେ ପରାଜିତ ହୋଇନାହାନ୍ତି। ଲଗାତର ଭାବେ ବିଜୟ ହାସଲ କରିଆସୁଥିବାରୁ କନ୍ନଡରେ...

ଯେଉଁଠି ମା’ ଦୁର୍ଗାଙ୍କୁ ଚଢାଯାଏ ମଦ

ଉଜୈନ,୬।୧୦: ଏବେ ସାରା ଦେଶ ନବରାତ୍ର ପାଇଁ ଉତ୍ସବମୁଖର ହୋଇଉଠିଛି। ଏହି ନଅ ଦିନରେ ମଧ୍ୟରେ ମା’ଙ୍କୁ ନଅଟି ଭିନ୍ନ ଭିନ୍ନ ରୂପରେ ପୂଜା କରାଯାଏ।...

ପିଏମ୍‌ କେୟାର୍ସ ଫଣ୍ଡ୍‌ରୁ କିଣା ଯାଇଥିବା ୮୦ ଭେଣ୍ଟିଲେଟର ମଧ୍ୟରୁ ୭୧ ଅକାମି…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପିଏମ୍‌ କେୟାର୍ସ ଫଣ୍ଡ୍‌ର କାର୍ଯ୍ୟକାରିତା ଉପରେ ବିରୋଧୀ...

ପୋଲିସ ବିଭାଗରେ ନିଯୁକ୍ତି ହେବେ ୫୦ହଜାରରୁ ଊର୍ଦ୍ଧ୍ୱ କର୍ମଚାରୀ: ଯୋଗୀ

ଲକ୍ଷ୍ନୌ,୨।୯: ସରକାରୀ ଚାକିରି ଖୋଜୁଥିବା ଯୁବବର୍ଗଙ୍କ ପାଇଁ ଖୁସି ଖବର। ସୋମବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ ବିଭାଗରେ ୫୦ହଜାରରୁ ଊର୍ଦ୍ଧ୍ୱ ନିଯୁକ୍ତି...

କେରଳରେ ମଙ୍କିପକ୍ସ ଲକ୍ଷଣ ଥିବା ବ୍ୟକ୍ତିଙ୍କ ମୃତ୍ୟୁ: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ଥିରୁଭାନନ୍ତପୁରମ୍‌,୧।୮: କେରଳରେ ମଙ୍କିପକ୍ସ ଲକ୍ଷଣ ଥିବା ଜଣେ ୨୨ ବର୍ଷୀୟ ଯୁବକଙ୍କ ରବିବାର ମୃତ୍ୟୁ ଘଟିଛି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଗର୍ଗ ମୃତ୍ୟୁର ଉଚ୍ଚସ୍ତରୀୟ ତଦନ୍ତ...

ଭାଙ୍ଗ୍‌ଡା ନାଚିଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୩।୯: ପଞ୍ଜାବର ନୂତନ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ଚନ୍ନିଙ୍କୁ ଗୁରୁବାର କପୁରଥାଲାର ଇନ୍ଦ୍ର କୁମାର ଗୁଜରାଲ ପଞ୍ଜାବ ବୈଷୟିକ ବିଶ୍ୱବିଦ୍ୟାଳୟରେ ଦେଖିବାକୁ ମିଳିଥିଲା। ସେ ଏକ କାର୍ଯ୍ୟକ୍ରମ...

ଟିଏମ୍‌ସିର ଅଭିଯୋଗ: ବାଂଲାଦେଶରେ ଗସ୍ତରେ ନିର୍ବାଚନୀ ଆଚାରସଂହିତା ଉଲ୍ଲଂଘନ କରିଛନ୍ତି ମୋଦି

ନୂଆଦିଲ୍ଲୀ,୩୦।୩: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ଗସ୍ତରେ ଯାଇଥିଲେ। ଏହି ସମୟରେ ସେ ନିର୍ବାଚନୀ ଆଚାରସଂହିତା ଉଲ୍ଲଂଘନ କରିଥିବା ତୃଣମୂଳ କଂଗ୍ରେସ ଅଭିଯୋଗ କରିଛି।...

Advertisement
Archives

Model This Week