Posted inଜାତୀୟ

ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରଲୋକ

ହାଇଦ୍ରାବାଦ,୪।୧୨: ବରିଷ୍ଠ ରାଜନେତା ତଥା ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କୋନିଜେତି ରୋସାଇଆଙ୍କ ଶନିବାର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା। ଆଜି ସକାଳେ ଅସୁସ୍ଥ ହେବାରୁ ତାଙ୍କୁ ହାଇଦ୍ରାବାଦର ଗୋଟିଏ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ସେଠାରେ ସେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ୨୦୦୯ ସେପ୍ଟେମ୍ବର ୩ ରୁ ୨୦୧୦ ନଭେମ୍ବର ୨୪ ଯାଏ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ।

କୋନିଜେତି ୨୦୧୧ ମସିହା ଅଗଷ୍ଟ ୩୧ରୁ ୨୦୧୬ ଅଗଷ୍ଟ ୩୦ ଯାଏ ତାମିଲନାଡୁର ରାଜ୍ୟପାଳ ମଧ୍ୟ ଥିଲେ। ସେ କଂଗ୍ରେସର ଜଣେ ବରିଷ୍ଠ ନେତା ଥିଲେ। ସେ କଂଗ୍ରେସ ଟିକେଟରୁ ଉଭୟ ବିଧାନସଭା ଓ ଲୋକସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟପାଳଙ୍କୁ ଭେଟିଲେ ଗେହଲଟ

ଜୟପୁର,୧୯ା୭: ରାଜସ୍ଥାନ କଂଗ୍ରେସ ସରକାରରୁ ସମର୍ଥନ ପ୍ରତ୍ୟାହାର କରିନେଇଥିବା ଆଞ୍ଚଳିକ ଦଳର ୨ ବିଧାୟକ ପୁଣିଥରେ ସମର୍ଥନ ଜଣାଇବା ପରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଶନିବାର...

ଭାରତମାତାର ବୀର ସନ୍ତାନଙ୍କୁ ଅନ୍ତିମ ବିଦାୟ

ଜୟପୁର,୫।୫: ଜମ୍ମୁ-କଶ୍ମୀରର ହନ୍ଦଓ୍ବାଡାରେ ହୋଇଥିବା ଏନ୍‌କାଉଣ୍ଟରରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ଲଢେଇ କରି ଶହୀଦ ହୋଇଥିବା କର୍ନେଲ ଆଶୁତୋଷ ଶର୍ମା ଓ ମେଜର ଅନୁଜ ସୁଦଙ୍କୁ...

ଯାତ୍ରା ହେବ ସୁରକ୍ଷିତ: ଟ୍ରେନ୍‌ରେ ଲାଗିବ ବ୍ଲାକ୍‌ ବକ୍ସ୍‌

ନୂଆଦିଲ୍ଲୀ,୨୫।୭: ଟ୍ରେନ୍‌ ଯାତ୍ରାକୁ ସୁରକ୍ଷିତ କରିବା ଲାଗି ସରକାରଙ୍କ ପକ୍ଷରୁ ନୂଆ ଯୋଜନା ପ୍ରସ୍ତୁତ କରାଯାଇଛି। ଏଣିକି ପ୍ରତି ଟ୍ରେନ୍‌ରେ ବିମାନ ଭଳି ବ୍ଲାକ୍‌ ବକ୍ସ୍‌...

ଆଇଏସଆଇ ଲିଙ୍କ୍‌ ଥିବା ୩ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ…

ହାଇଦ୍ରାବାଦ,୩।୧୦ : ହାଇଦ୍ରାବାଦ ପୋଲିସ ତିନିଜଣ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ସେମାନେ ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇର ନିର୍ଦ୍ଦେଶରେ ସହରରେ ଆତଙ୍କବାଦୀ ଆକ୍ରମଣ କରିବାକୁ...

ରାଜୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ଆସୁଛି ସୁଧାର: ପରିବାରଲୋକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: କମେଡିଆନ ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଲଗାତର ଭାବେ ଖବର ସାମ୍ନାକୁ ଆସୁଛି। ବର୍ତ୍ତମାନ ତାଙ୍କ ପ୍ରଶଂସକ ପାଇଁ ଏକ ଖୁସି ଖବର ରହିଛି।...

ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍‌ କମିଟି ମୁଖ୍ୟ

ନୂଆଦିଲ୍ଲୀ,୨୬।୬: କୋଭିଡ୍‌ର ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀ ଅକ୍ସିଜେନ ଅଭାବକୁ ବଢ଼େଇ ଚଢ଼େଇ ପ୍ରକାଶ କରିଥିବା କହିବା ଉଚତ୍‌ ହେବ ନାହିଁ। ଏଭଳି ମନ୍ତବ୍ୟ...

ସିଜେଆଇଙ୍କ ନୂଆ ତାଲିକା ବ୍ୟବସ୍ଥାରେ ଖଣ୍ଡପୀଠ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୬।୯:ଦୀର୍ଘବର୍ଷ ଧରି ସୁପ୍ରିମକୋର୍ଟରେ ପଡ଼ିରହିଥିବା ହଜାର ହଜାର ମାମଲାର ତ୍ୱରିତ୍‌ ଫଇସଲା ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁ.ୟୁ. ଲଲିତ ମାମଲାଗୁଡ଼ିକର ଶୁଣାଣି ପାଇଁ...

ଗୁଜରାଟରେ ତୃତୀୟ ଓମିକ୍ରନ ଆକ୍ରାନ୍ତ

ନୂଆଦିଲ୍ଲୀ,୪।୧୨: ଜିମ୍ବାଓ୍ବେରୁ ଫେରିଥିବା ଜଣେ ବ୍ୟକ୍ତି କୋଭିଡ୍‌-୧୯ର ଓମିକ୍ରନ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ଥିବା ଗୁଜରାଟର ଜାମନଗରରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

Advertisement
Archives

Model This Week