Posted inଜାତୀୟ

ହାଇଦ୍ରାବାଦ୍‌: ଅପହରଣ ମାମଲାରେ ପୂର୍ବତନ ମନ୍ତ୍ରୀଙ୍କୁ ପଚରାଉଚୁରା

ହାଇଦ୍ରାବାଦ୍‌,୬।୧- ପୂର୍ବତନ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରବୀଣ ରାଓ ଓ ତାଙ୍କ ଦୁଇ ଭାଇଙ୍କୁ ଅପହରଣ ପରେ ଉଦ୍ଧାର କରିଛି ହାଇଦ୍ରାବାଦ୍‌ ପୋଲିସ। ଏହାର ଘଣ୍ଟାକ ପରେ ପୋଲିସ ଟିଡିପି (ତେଲୁଗୁ ଦେଶମ ପାର୍ଟି) ନେତା ତଥା ପୂର୍ବତନ ମନ୍ତ୍ରୀ ଭୁମା ଅଖିଲା ପ୍ରିୟା ଓ ତାଙ୍କ ସ୍ବାମୀ ଭର୍ଗବ ରାମଙ୍କୁ ଉଠାଇ ନେଇଛି। ଏହି ଦମ୍ପତ୍ତିକୁ ଏକ ଅଜଣା ଯାଗାରେ ରଖି ପଚରାଉଚୁରା କରୁଛି ପୋଲିସ।

ପ୍ରବୀଣ, ସୁନୀଲ ଓ ନବୀନ ରାଓ ହେଉଛନ୍ତି ବର୍ତ୍ତମାନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ପିଏଙ୍କ ସମ୍ପର୍କିୟ। କିଛି ଲୋକ ଆୟକର ଅଧିକାରୀ ପରିଚୟ ଦେଇ ମଙ୍ଗଳବାର ରାତିରେ ସିକନ୍ଦରାବାଦର ବାଉନପଲିସ୍ଥିତ ବାସଭବନରୁ ସେମାନଙ୍କୁ ଉଠାଇ ନେଇଥିଲେ। ଏହି ଘଟଣାରେ ପୋଲିସ ୮ ଜଣଙ୍କୁ ଗିରଫ କରିଥିବାବେଳେ ଅନ୍ୟମାନଙ୍କ ପାଇଁ ସର୍ଚ୍ଚ ଅପରେଶନ ଜାରି ରଖିଛି। ତେବେ ଜମି ବିବାଦ ପାଇଁ ଏହି ଅପହରଣ କରାଯାଇଥିଲା। ତିନି ଭାଇଙ୍କୁ କିଛି କାଗଜପତ୍ରରେ ଜୋରଜବରଦସ୍ତି ହସ୍ତାକ୍ଷର କରାଇବା ଲାଗି ଉଠାଇ ନେଇଥିଲେ ଅପହରଣକାରୀ। ଏ ନେଇ ହାଇଦ୍ରାବାଦ ପୋଲିସ ଅଞ୍ଜନି କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri