ମାଲକାନଗିରିର ପୂର୍ବତନ ଏଏସ୍‌ଆଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ମାଲକାନଗିରି, ୨୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ କିଆଙ୍ଗ ଫାଣ୍ଡିର ପୂର୍ବତନ ଏଏସ୍‌ଆଇ ଜୟଦାସ ଖରାଙ୍କ ବାସଭବନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଉଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟଦାସଙ୍କ ବିଭିନ୍ନ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଚଢ଼ାଉ କରୁଛି। ମାଲକାନଗିରି ସମେତ ସୁନାବେଡ଼ା କ୍ୱାଟର, କୋରାପୁଟସ୍ଥିତ ନିଜ ବାସଭବନ, ଶ୍ୱଶୁର ଘରେ ଓ କୋରାପୁଟର ନୂତନ ଘର ଏହି ପାଞ୍ଚଟି ସ୍ଥାନରେ ଚଢ଼ାଉ ଚାଲିଛି। କିଛିଦିନ ପୂର୍ବେ ଏଏସ୍‌ଆଇ ଜୟଦାସ ଗଞ୍ଜେଇ କାରବାର ଅଭିଯୋଗରେ ଗିରଫ ହୋଇଥିଲେ। ତେବେ ଖବର ଲେଖାଯିବା ସୁଦ୍ଧା ଭିଜିଲାନ୍ସକୁ କିଛି ମିଳି ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିପ୍ପର ସହ କାର୍‌ ଧକ୍କା: ଗୋଟିଏ ପରିବାରର ଜଣେ ମୃତ, ଦୁଇ ଗୁରୁତର

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲା ଚମାଖଣ୍ଡି ଥାନା ଅଧୀନ ଆଇଆର୍‌ଇ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଟିପ୍ପର ସହ...

ଲକ୍‌ଡାଉନ ପାଇଁ ଚିନ୍ତାରେ ଅଟୋ ଚାଳକ

କେଗାଁ,୧୦ା୫(ଡି.ଏନ.ଏ.): ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ଥିବା ଅଟୋ ଚାଳକ ଆର୍ଥିକ ଦୁର୍ଗତି ଦେଇ ଗତି କରୁଛନ୍ତି। ଅଟୋ ଚଳାଇ ପରିବାର ପ୍ରତିପୋଷଣ...

ପଞ୍ଚତାରକା ହୋଟେଲରେ ମଡେଲଙ୍କୁ ବଳାତ୍କାର

ନୂଆଦିଲ୍ଲୀ,୨୫।୨: ରାଜଧାନୀ ଦିଲ୍ଲୀର ଜଣେ ମଡେଲଙ୍କୁ ଏକ ପଞ୍ଚତାରକା ହୋଟେଲରେ ବଳାତ୍କାର କରାଯାଇଥିବା ମାମଲା ସାମ୍ନାକୁ ଆସିଛି। ଏନେଇ ପୀଡ଼ିତା ଜଣକ ଥାନାରେ ମାମଲା ଦାୟର...

ଘରେ ପଶି ଲୁଟିନେଲେ ନଗଦ ଟଙ୍କା ସହ ସୁନା ଅଳଙ୍କାର

ଆନନ୍ଦପୁର,୩୦ା୧୦(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଘସିପୁରା ଥାନା ଅଧୀନ ୧୨ ନଂ ଓ୍ବାର୍ଡ ଶାଳପଡ଼ା କୈବଲ୍ୟ କଲୋନୀରୁ ଶନିବାର ବିଳମ୍ବିତ ରାତିରେ ଘରେ କେହି ନ ଥିବା...

ଯାତ୍ରା ଚାଲିଥିବା ବେଳେ ଯୁବକଙ୍କ ଉନ୍ମତ୍ତ କାଣ୍ଡ: ପୋଲିସକୁ ଦୁର୍ବ୍ୟବହାର

ପଦ୍ମପୁର,୧।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର କପିଳମୁନି ପଡ଼ିଆରେ ଶୁକ୍ରବାର ରାତିରେ ଯାତ୍ରା ଚାଲିଥିବା ବେଳେ କିଛି ଯୁବକ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି।...

ଗୃହରେ ବାଲି ଝଡ଼

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ନଦୀରୁ ହଜାର ହଜାର ଟ୍ରକ୍‌ ବାଲି ପଡ଼ୋଶୀ ଛତିଶଗଡ଼, ପଶ୍ଚିମବଙ୍ଗ ଓ ଆନ୍ଧ୍ର ପ୍ରଦେଶକୁ ଚାଲିଯାଉଛି। ଦଲାଲମାନେ ଶହ ଶହ ଟ୍ରକ୍‌...

ବାର୍‌ହା ଶିକାରୀ ଗିରଫ: ମାଂସ ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ

ଛେଣ୍ଡିପଦା,୨।୧୨(ସ୍ବ.ପ୍ର.) : ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ ଜାମୁଣ୍ଡା ବିଟ ବଅଁରଡିହ ଅଞ୍ଚଳରୁ ରବିବାର ରାତିରେ ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହି...

ଏଟିଏମ ଚୋରି ପାଇଁ ମାଟିତଳେ ୮ ଫୁଟ ଲମ୍ବାର ସୁଡ଼ଙ୍ଗ ଖୋଳିଥିଲେ ଲୁଟେରା

ପାଟନା, ୨।୭- ଚୋରି ପାଇଁ ଲୁଟେରାମାନେ କେଉଁଭଳି ଅଭିନବ ଉପାୟ ଅବଲମ୍ବନ କରନ୍ତି ତାହାର ଏକ ଜ୍ୱଳନ୍ତ ଉଦାହରଣ ବିହାରର ନାଓ୍ବାଡା ଜିଲାରେ ଦେଖିବାକୁ ମିଳିଛି।...

Advertisement
Archives

Model This Week