Posted inଜାତୀୟ

ବିଗୁଡୁଛି ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ସ୍ୱାସ୍ଥ୍ୟାବସ୍ଥା

ଗୁଆହାଟି,୨୨ ।୧୧: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ସ୍ୱାସ୍ଥ୍ୟାବସ୍ଥା ବେଳକୁ ବେଳ ବିଗିଡିବାରେ ଲାଗିଛି । ଏଏନ୍‌ଆଇର ରିପୋର୍ଟ ଅନୁଯାୟୀ, ଏବେ ସେ ଭେଣ୍ଟିଲେଟରରେ ରହିଛନ୍ତି । ଗୁଆହାଟି ମେଡିକାଲ କଲେଜ ଓ ହସ୍ପିଟାଲର ସୁପରିଣ୍ଟେଣ୍ଡେଣ୍ଟ ଅଭିଜିତ ଶର୍ମା କହିଛନ୍ତି ଶନିବାର ସନ୍ଧ୍ୟାରେ ଗୋଗୋଇଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯିବାରୁ ତାଙ୍କୁ ଇନୋଟ୍ରୋପିକ ସପୋର୍ଟ ଦିଆଯାଇଥିଲା । ସୂଚନାଯୋଗ୍ୟ, ଅଗଷ୍ଟ ୨୫ରେ ଗୋଗୋଇ କରୋନାରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା ବେଳେ ୨ ମାସ ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରି ଦିଆଯାଇଥିଲା । ହେଲେ ଏବେ ସେ ପୁଣିଥରେ ଅସୁସ୍ଥ ହୋଇ ପଡିଛନ୍ତି । ୮୬ ବର୍ଷିୟ ଗୋଗୋଇଙ୍କର ଶରୀରର କିଛି ଅଙ୍ଗ କାମ କରୁ ନ ଥିବା ଜଣାପଡିଛି । ଏହାସହ ନିଶ୍ୱାସ ନେବାରେ ମଧ୍ୟ ସେ କଷ୍ଟ ଅନୁଭବ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri