IPLରେ ବିକ୍ରି ନ ହୋଇ ବି କୋଟି କୋଟି ରୋଜଗାର କଲେ ଓ୍ବାର୍ନର; ଫିଲ୍ମ ‘ରବିନହୁଡ୍‌’ ପାଇଁ ମିଳିଛି…

ହାଇଦ୍ରାବାଦ: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ୍‌ ଓ୍ବାର୍ନର ଭାରତକୁ ବହୁତ ଭଲ ପାଆନ୍ତି। ବିଶେଷକରି ଭାରତର ଲୋକ, ସଂସ୍କୃତି ଏବଂ ସିନେମା ତାଙ୍କୁ ପସନ୍ଦ। ଏଥିନେଇ ସେ ଭାରତୀୟ ସିନେମା ଗୀତରେ ପିଲାମାନଙ୍କ ସହ ନାଚୁଥିବା ଦେଖାଯାଇଥାଏ। ହେଲେ ଏବେ ସିନେମାରେ ସେ ଡେବ୍ୟୁ କରିବାକୁ ଯାଉଛନ୍ତି। ତେଲୁଗୁ ଫିଲ୍ମ ‘ରବିନହୁଡ୍‌’ରେ ସେ ନଜର ଆସିବେ।
କହିବାକୁ ଗଲେ କ୍ରିକେଟ ବ୍ୟତିତ ଓ୍ବାର୍ନରଙ୍କୁ ଅଭିନୟ ପସନ୍ଦ। ଭାରତରେ ଏବେ ତାଙ୍କର ଏହି ସ୍ବପ୍ନ ପୂରଣ ହେବାକୁ ଯାଉଛି। ଅଭିନେତା ନୀତିନ ଏବଂ ଶ୍ରୀଲିଲାଙ୍କ ଫିଲ୍ମ ‘ରବିନହୁଡ୍‌’ ମାର୍ଚ୍ଚ ୨୮ରେ ସିନେମାଘରକୁ ଆସିବ। ଏଥିରେ ସେ କାମିଓ କରିଛନ୍ତି।
ଚରିତ୍ର ସ୍ବଳ୍ପ ଅବଧୀର ହୋଇଥିଲେ ହେଁ ତାଙ୍କୁ ମୋଟା ଅଙ୍କର ପାଉଣା ମିଳିଛି। ଓଟିଟି ପ୍ଲେର ଏକ ରିପୋର୍ଟ ମୁତାବକ ତାଙ୍କୁ ଏହି ଫିଲ୍ମ ପାଇଁ ୩ କୋଟି ଟଙ୍କା ଦିଆଯାଇଛି।
ତେବେ ଆଇପିଏଲ୍‌ ୨୦୨୫ରେ ଓ୍ବାର୍ନରଙ୍କୁ କୌଣସି ଟିମ୍‌ କିଣିନାହିଁ। ହେଲେ ଟି୨୦ ଇତିହାସର ସବୁଠାରୁ ଚର୍ଚ୍ଚିତ ଖେଳାଳି ହେଉଛନ୍ତି ସେ। ଏହି ସିଜନରେ ତାଙ୍କୁ କ୍ରେତା ମିଳି ନ ଥିଲେ ହେଁ ଫିଲ୍ମରେ ଅଭିନୟ କରି ସେ କୋଟି କୋଟି ଟଙ୍କା କମାଇଛନ୍ତି।

 

View this post on Instagram

 

A post shared by David Warner (@davidwarner31)


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri