Posted inଖେଳ

ବାଂଲାଦେଶର ପୂର୍ବତନ ସ୍ପିନର ମୋଶାରାଫ୍‌ ପଜିଟିଭ୍‌

ଢାକା, ୧୧ା୮ (ପି.ଟି.)-ବାଂଲାଦେଶର ପୂର୍ବତନ ବାମହାତୀ ସ୍ପିନର ମୋଶାରାଫ୍‌ ହୋସେନ୍‌ଙ୍କ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ଆସିଛି। ଜାତୀୟ ଦଳ ତରଫରୁ ଏହି ଖେଳାଳି ୫ ଅନ୍ତର୍ଜାତୀୟ ଦିନିକିଆ ଖେଳିଛନ୍ତି। ବ୍ରେନ୍‌ ଟ୍ୟୁମର ଯୋଗୁ ସେ ୪ ମାସ ହେଲା ଚିକିତ୍ସାଧୀନ ଥିଲେ। ରବିବାର କୋଭିଡ୍‌ ଟେଷ୍ଟ ଫଳାଫଳ ବାହାରିବାପରଠାରୁ ମୋଶାରାଫ୍‌ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ସେ କହିଛନ୍ତି ତାଙ୍କ ବାପାଙ୍କର ପୂର୍ବରୁ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ଆସିଥିଲା। ସେ ସିଏମ୍‌ଏଚ୍‌ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ପରେ ତାଙ୍କ ନିକଟରେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା। କରୋନା ଭାଇରସ ଟେଷ୍ଟ କରାଯିବାରେ ତାଙ୍କର ପଜିଟିଭ ଆସିଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି। ସେ ଘରେ ଆଇସୋେଲେଶନରେ ରହଛନ୍ତି। ତାଙ୍କ ସ୍ତ୍ରୀ ଓ ପିଲାମାନଙ୍କ ଫଳାଫଳ ନେଗେଟିଭ ଆସିଛି। ସେମାନେ ବର୍ତ୍ତମାନ ଶ୍ୱଶୁର ଘରେ ଅଛନ୍ତି। ସୁସ୍ଥ ହେବା ପରେ ସେ ଚଳିତ ବର୍ଷ ଘରୋଇ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି କହିଛନ୍ତି। ଗତ ଜୁନ୍‌ରେ ପୂର୍ବତନ ଅଧିନାୟକ ମାଶ୍ରାଫି ମୋର୍ତାଜା ଓ ଅନ୍ୟ ଦୁଇ ବାଂଲାଦେଶ କ୍ରିକେଟର ନାଜମୁଲ୍‌ ଇସ୍‌ଲାମ୍‌ ଓ ନାଫିସ୍‌ ଇକ୍‌ବାଲଙ୍କର ଟେଷ୍ଟରେ ପଜିଟିଭ ଆସିଥିଲା। ଗତ ସପ୍ତାହରେ ବାଂଲାଦେଶ ଫୁଟ୍‌ବଲ ଦଳର ୧୮ ଖେଳାଳି କରୋନା ପଜିଟିଭ ଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri